ପ୍ରମୂଖ ଖବର
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଜି.ଉଦୟଗିରି ସହରରେ ପାଗଳ କୁକୁର ଆତଙ୍କ

Published By : Gurupada Nath | November 15, 2024 5:51 PM

ଜି.ଉଦୟଗିରି,୧୫/୧୧ : ଜି.ଉଦୟଗିରି ସହରରେ ଏକ ପାଗଳ କୁକୁର ଆତଙ୍କ ସୃଷ୍ଟି କରିଛି । ଗତ ୨୪ଘଣ୍ଟା ମଧ୍ୟରେ  କୁକୁର କାମୁଡାରେ ୧୯ଜଣ ଆହତ ହୋଇଥିବା ଜଣାପଡ଼ିଛି । ବର୍ତ୍ତମାନ ସୁଦ୍ଧା ଏହି ପାଗଳ କୁକୁରକୁ ଆୟତ କରାଯାଇ ପାରିନାହିଁ । ପାଗଳ କୁକୁର ଆତଙ୍କ ଖବର ଶୁଣି ସହରବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି । 

ଆକ୍ରାନ୍ତ ବ୍ୟକ୍ତିଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ଚିକିତ୍ସା କରାଯାଇଛି। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜି.ଉଦୟଗିରି ସିଏଚସିର ଡାକ୍ତର ଗୋଲକ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.