ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା

Published By : Harapriya Sethi | October 11, 2024 8:35 AM

ଭୁବନେଶ୍ୱର,୧୧/୧୦: ଧରାବତରଣ କରିଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା । ଗୁରୁବାର ମା’ଙ୍କ ମହାସପ୍ତମୀ ପୂଜା ସମ୍ପନ୍ନ ହୋଇଛି । ଶୁକ୍ରବାର ମହାଷ୍ଟମୀ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମଗ୍ର ରାଜଧାନୀ । ଶୁକ୍ରବାର ଶକ୍ତିପୀଠରେ ମହାନବମୀ ପୂଜା ଚାଲିଥିବା ବେଳେ ମଣ୍ଡପରେ ଚାଲିଛି ମହାଷ୍ଟମୀ ପୂଜା । ପାର୍ବଣ ପାଇଁ ଉତ୍ସବ ମୁଖର ସାରା ରାଜ୍ୟ । ମା’ଙ୍କ ଆଗମନରେ ସର୍ବତ୍ର ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି ।

ପୂଜା ପାଇଁ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବ୍ୟାପକ ଆୟୋଜନ ହୋଇଛି । ମୃଣ୍ମୟୀ ମୂର୍ତ୍ତି, ତୋରଣ ଓ ସାଜସଜ୍ଜା ବେଶ୍ ସୁନ୍ଦର ଓ ଆକର୍ଷଣୀୟ ହୋଇଛି । ନିଜ ନିଜର ପରିବାର ସହ ପୂଜା ମଣ୍ଡପ ଗୁଡିକ ବୁଲୁଛନ୍ତି ଲୋକେ । ଏଥି ସହିତ ପୂଜା ମଣ୍ଡପରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଆନନ୍ଦ ନେଉଛନ୍ତି ଲୋକେ । ରାଜଧାନୀ ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପରେ ଆଖିଝଲସା ତୋରଣ ନିର୍ମାଣ କରାଯାଇଛି ।     


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.