ପ୍ରମୂଖ ଖବର
  • କୋଣାର୍କ : ୨ ବେଆଇନ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ଚନ୍ଦାହାଣ୍ଡିରେ ମହମ୍ମଦ ଜୟନ୍ତୀ ପାଳିତ

ଚନ୍ଦାହାଣ୍ଡି, ୧୬/୯ : ଚନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ମୋହରା ଏବଂ ବେହେରାମୁଣ୍ଡା ଜାମା ମସଜିଦ ପରିସରରେ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ତଥା ଜଷ୍ନେ-ଇଦ-ମିଳାଦୁନ-ନବୀ ନିରାଡ଼ମ୍ବର ସହକାରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଆଜି ମୋହରା ଏବଂ ବେହେରାମୁଣ୍ଡା ଗ୍ରାମରେ ଶତାଧିକ ମୁସଲମାନ ଭାଇମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ମସଜିଦକୁ ଯାଇ ମହାପୁରୁଷ ମହମ୍ମଦଙ୍କ ଜୟନ୍ତୀ ପାଳନ କରିଛନ୍ତି। ମୋହରା ମସଜିଦ ପରିସରରେ ଅଞ୍ଜୁମାନ ଇସଲାମିୟା କମିଟି ତରଫରୁ ସଭାପତି ସୁଲତାନ ଅଲ୍ଲୀଙ୍କ ଦ୍ଵାରା ଧାର୍ମିକ ପତାକା ଉତ୍ତୋଳନ କରାଯାଇଥିବା ବେଳେ ମୌଲାନା ମହମ୍ମଦ ସୋହେବ ରଜାଙ୍କ ପୋୖରହିତ୍ୟରେ ଫାତିହା ପାଠ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଶ୍ୱବାସୀଙ୍କ କଲ୍ୟାଣ ଉଦ୍ଦେଶ୍ୟରେ ଆଲ୍ଲାଙ୍କ ନିକଟରେ ପ୍ରାର୍ଥନା କରାଯାଇଥିଲା। ଏହାପରେ ପରସ୍ପର ପରସ୍ପରକୁ ମହମ୍ମଦଙ୍କ ଜୟନ୍ତୀର ଶୁଭେଚ୍ଛା ଜଣାଇଥିଲେ। 

ଏଥିରେ ମୋହରା ସୁନ୍ନି ମୁସଲିମ କମିଟିର ସମ୍ପାଦକ ମହମ୍ମଦ ସକିଲ, ଉପସଭାପତି ମୁରାଦ ଅଲ୍ଲୀ, କୋଷାଧ୍ୟକ୍ଷ ମହମ୍ମଦ ଇଲିୟାସ, ମହମ୍ମଦ ସଲମାନ ରଜା, ଜିବ୍ରାଇଲ ଅଲ୍ଲୀ, ମହମ୍ମଦ ୟୁନୁସ, ଅବଦୁଲ ହମିଦ୍, ହାଜି ମହମ୍ମଦ  ରଫିକ, ମହମ୍ମଦ ହନିଫ, ମହମ୍ମଦ ସଫିକ, ମହମ୍ମଦ ଅସପାକ, ମୁରାଦୁ ଅଲ୍ଲୀ, ଆକବର ଅଲ୍ଲୀ, ଅବଦୁଲ ମଜିଦ, ଅବଦୁଲ କୟୁମ ,ମହମ୍ମଦ ରିଜାୱlନ, ମକବୁଲ ଅଲ୍ଲୀ, ରେହେମାନ ଅଲ୍ଲୀ, ସାହାଦତ ଅଲ୍ଲୀ, ଖଲିଲ ଅଲ୍ଲୀ, ହୁସେନ ଅଲ୍ଲୀ, ସାହିଲ୍, ମୋହସିନ, ସହେଜାଦ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତାକାଲି ମସଜିଦ ପରିସରରେ ଏକ ଧର୍ମସଭା ଅନୁଷ୍ଠିତ ହେବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.