ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମାହାଙ୍ଗା ଡବଲ୍‌ ମର୍ଡର ମାମଲା: ପ୍ରତିପକ୍ଷଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ, ଏପ୍ରିଲ୍ ୧୦ରେ ପରବର୍ତ୍ତୀ ଶୁଣାଣି

କଟକ,୨୯/୦୩: ମାହାଙ୍ଗା  ଡବଲ୍‌ ମର୍ଡର ଘଟଣାରେ ପ୍ରତିପକ୍ଷ  ତଥା ରଞ୍ଜିତ୍‌ କୁମାର ବରାଳଙ୍କ  ପକ୍ଷରୁ ଗୁରୁବାର ହାଇକୋର୍ଟରେ  ଯୁକ୍ତି ଉପସ୍ଥାପନ ଶେଷ ହୋଇଛି ।  ବିଚାରପତି ଜଷ୍ଟିସ୍‌ ଗୌରୀ ଶଙ୍କର  ଶତପଥୀ ଏପ୍ରିଲ ୧୦କୁ ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରିଛନ୍ତି । ପୂର୍ବରୁ ଜାରି  ରହିତାଦେଶ ସେ ପର୍ଯ୍ୟନ୍ତ ବଳବତ୍ତର  ରହିବ ବୋଲି ହାଇକୋର୍ଟ ସ୍ପଷ୍ଟ  କରିଛନ୍ତି । ବିଧାୟକ ଶ୍ରୀ ଜେନାଙ୍କ ପକ୍ଷରୁ  ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ଧଳ ମାମଲା ପରିଚାଳନା କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.