ପ୍ରମୂଖ ଖବର
  • କଟକ : ଟ୍ରକ୍‌ ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ, ଡ୍ରାଇଭର ଫେରାର
  • ||
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର

Published By : Harapriya Sethi | January 13, 2025 8:04 AM

କରଞ୍ଜିଆ, ୧୩/୦୧: ପ୍ରାଣ ହରାଇଲା ଶିମିଳିପାଳର କୁମକି ହାତୀ ‘ମହେନ୍ଦ୍ର’ । ରବିବାର ବିଳମ୍ୱିତ ରାତିରେ ଶିମିଳିପାଳ ଅଭୟାରଣ୍ୟର ଚହଲା ଠାରେ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ଶିମିଳିପାଳ କତୃପକ୍ଷ । ମୃତ୍ୟୁ ବେଳକୁ ତାର ଆନୁମାନିକ ବୟସ ୬୫ ବର୍ଷରୁ ଉର୍ଦ୍ଧ୍ୱ ହୋଇଥିଲା ।

ତେବେ ଦୀର୍ଘ ଦିନ ଧରି ଶିମିଳିପାଳରେ କାଠ ମାଫିଆ ଓ ଶିକାରୀ ମାନଙ୍କୁ ଧରିବାରେ ବନବିଭାଗକୁ ସହାୟତା କରି ଆସୁଥିଲା ମହେନ୍ଦ୍ର । ଦୁଇ ବର୍ଷ ପୂର୍ବେ ତାକୁ ଅନୁଗୋଳ ସାତକୋଶିଆ ଅଭୟାରଣ୍ୟକୁ ନିଆଯାଇଥିଲା । କିଛି ମାସ ପୂର୍ବରୁ ଶିମିଳିପାଳକୁ ଫେରିବା ପରେ ଦେହ ଅସୁସ୍ଥ ହେବାରୁ ମହେନ୍ଦ୍ରର ଚିକିତ୍ସା ଜାରି ରହିଥିଲା । ଚିକିତ୍ସାଧିନ ଅବସ୍ଥାରେ ରବିବାର ରାତିରେ ତାର ମୃତ୍ୟୁ ହୋଇଥିଲା । ସୋମବାର ଏକ ଡ଼ାକ୍ତରୀ ଟିମ୍ ଚହଲା ଠାରେ ପହଞ୍ଚି ବ୍ୟବଚ୍ଛେଦ କଲା ପରେ ମହେନ୍ଦ୍ରର ଶବ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.