ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କଂଗ୍ରେସରୁ ବହିସ୍କୃତ ହେଲେ ମାନସ ଚୌଧୁରୀ, ଦଳ ବିରୋଧୀ କାର୍ଯ୍ୟକଳାପ ୬ ବର୍ଷ ପାଇଁ ବହିସ୍କୃତ

କଟକ, ୭।୬: କଂଗ୍ରେସରୁ ନିଲମ୍ୱିତ ହେଲେ କଟକ କଂଗ୍ରେସ ଜିଲ୍ଲା ସଭାପତି ମାନସ ଚୌଧୁରୀ । ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ କଂଗ୍ରେସ ତାଙ୍କୁ ୬ ବର୍ଷ ପାଇଁ ବହିସ୍କୃତ କରିଥିବା ସୂଚନା । ମାନସ ଚୌଧୁରୀ କଂଗ୍ରେସରୁ ବହିସ୍କୃତ ହୋଇଥିବା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.