ପ୍ରମୁଖ ଖବର
  • ଜମ୍ମୁ-କାଶ୍ମୀରକୁ ଖୁବ୍‌ଶୀଘ୍ର ମିଳିବ ପୂର୍ଣ୍ଣ ରାଜ୍ୟ ମାନ୍ୟତା, ଉଦ୍ଧମପୁରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • କାଳିକାଦେବୀ ସାହିରେ ବୁଲେ ମାଟିମଣ୍ଡପ ସାହି ପଟୁଆର, ଆଜି ବାଲିସାହି-ହରଚଣ୍ଡି ସାହି ଶାନ୍ତି କମିଟି ବୈଠକ
  • ||
  • ପ୍ୟାରିସ ଅଲିମ୍ପିକ୍ସ: ୧୭ରେ ବିକ୍ରି ହେବ ୨୫୦,୦୦୦ ଟିକେଟି
  • ||
  • ଗ୍ରୀଷ୍ମ ଛୁଟିରେ ଅନ୍‌ଲାଇନ୍‌ କ୍ଲାସ୍‌, ଆଜି ପ୍ରଧାନଶିକ୍ଷକମାନଙ୍କ ବୈଠକରେ ହେବ ଆଲୋଚନା
  • ||
  • ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଶୁକ୍ରବାର ପ୍ରକାଶ ପାଇବ ବିଜ୍ଞପ୍ତି, ଆରମ୍ଭ ହେବ ନାମାଙ୍କନ ପ୍ରକିୟା
  • ||
  • ଜାତୀୟ ପଥପ୍ରାନ୍ତ ନାଟକ ଦିବସ: ସରକାରୀ ସ୍ୱୀକୃତିକୁ ଅପେକ୍ଷା, ଅନେକ ଦାବି ପରେ ବି ଅବହେଳିତ
  • ||
  • ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା, ରିମାଣ୍ଡ ଆବେଦନ କରିବ CBI
  • ||
  • IPL 2024: ସୁପରଜାଏଣ୍ଟ୍‌ସ - କ୍ୟାପିଟାଲ ଲଢ଼େଇ, ଏକାନ୍ନାରେ ଚ୍ୟାଲେଞ୍ଜ ହେବ ସ୍ପିନ
  • ||
  • ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ
  • ||
  • ବଦଳିବ ପାଣି ପାଗ ମିଜାଜ୍: ୪ ଦିନରେ ୮ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ପୁଣି କଲବଲ କରିବ ତାତି
  • ||

ଦିଲ୍ଲୀ ଗଲେ ମନମୋହନ ସାମଲ ଓ ମାନସ ମହାନ୍ତି, ସିଇସି ବୈଠକରେ ଦେବେ ଯୋଗ

ଭୁବନେଶ୍ୱର, ୨୩।୦୩ : ମେଣ୍ଟରେ ଲାଗିଲା ବିରାମ। ଏକାକୀ ଲଢ଼ିବାକୁ ବିଜେପି କସରତ। ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହଲ ସାମଲ ଏବଂ ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି। କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ମନମୋହନ ସାମଲ ଦିଲ୍ଲୀ ଯାଇଛନ୍ତି। ଓଡ଼ିଶା ପାଇଁ କିଛି ଲୋକସଭା ପ୍ରାର୍ଥୀଙ୍କ ନାମ ଆଜି ଚୂଡାନ୍ତ ହୋଇପାରେ ବୋଲି ଅନୁମାନ କରାଯାଉଛି।

ସେହିପରି ଆଗାମୀ ନିର୍ବାଚନରେ ଏକାକୀ ଲଢେଇ ନେଇ ରାଜ୍ୟ ସଭାପତି ପ୍ରତିକ୍ରିୟା ରଖିଛନ୍ତି ଯେ, ନିର୍ବାଚନ ଲାଗି କର୍ମୀ ସମସ୍ତେ କାମରେ ଲାଗିଲେଣି। ସବୁ ଜାଗା ପାଇଁ ସମସ୍ତେ କ୍ଲିଷ୍ଟାଲ କ୍ଲିୟର ଅଛନ୍ତି। ଉତ୍ସାହ ଉଦ୍ଦୀପନା ୧୦ ଗୁଣା ବଢ଼ି ଯାଇଛି। ଆହୁରି ପରିଶ୍ରମ କରନ୍ତୁ ୨ ମାସ ଅଛି ବୋଲି କହିଲେ ରାଜ୍ୟ ସଭାପତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.