ପ୍ରମୂଖ ଖବର
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଭଦ୍ରକରେ ମନମୋହନଙ୍କୁ ସମ୍ବର୍ଦ୍ଧନା: କ୍ରେନ୍‌ରେ ଆସିଲା ଫୁଲ ହାର, ବର୍ଷାରେ ଭିଜି ଭିଜି ସମର୍ଥକଙ୍କୁ ଭେଟିଲେ

Published By : Rasmita Pradhan | August 22, 2025 2:31 PM

ଭଦ୍ରକ, ୨୨/୦୮: ଭଦ୍ରକ ଜିଲ୍ଲାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସମ୍ବର୍ଦ୍ଧନା । କ୍ରେନ୍‌ରେ ଆସିଲା ଫୁଲ ହାର। ସମର୍ଥକଙ୍କ ଭିଡ଼ ଯୋଗୁଁ ମନମୋହନଙ୍କୁ କ୍ରେନ୍ ସାହାଯ୍ୟରେ ଫୁଲ ହାର ପିନ୍ଧା ଯାଇଛି । ବର୍ଷାରେ ଭିଜି ଭିଜି ମନମୋହନ ସମର୍ଥକଙ୍କୁ ଭେଟିଛନ୍ତି । 

ଭଦ୍ରକ ସହରର ସର୍କିଟ୍ ହାଉସ୍ ଠାରୁ ବିଜେପି ସମର୍ଥକମାନେ ବିରାଟ ପଟୁଆରରେ ସହର ପରିକ୍ରମା କରିଛନ୍ତି । ପ୍ରବଳ ବର୍ଷା ସତ୍ତ୍ଵେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସାତାଂଶୁ ଶେଖର ମହାପାତ୍ରଙ୍କ ସମେତ ବହୁ ବରିଷ୍ଠ କାର୍ଯ୍ୟକର୍ତ୍ତା ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ପ୍ରବଳ ବର୍ଷା ସତ୍ତ୍ଵେ ରାଜ୍ୟ ସଭାପତି ଭିଜି ଭିଜି ପ୍ରତ୍ୟେକ ଛକରେ ସର୍ମଥକ ଓ ଶୁଭେଚ୍ଛୁମାନଙ୍କୁ ଭେଟିଛନ୍ତି । ଏହି ଅବସରରେ ମନମୋହନ କହିଛନ୍ତି ଯେ, ବିଜେପି ସରକାର ଗଠନ ଦିଗରେ ଭଦ୍ରକବାସୀଙ୍କର ଅବଦାନ ରହିଛି । କେନ୍ଦ୍ର ସରକାରଙ୍କ ଯୋଜନାଗୁଡିକ ମଧ୍ୟ ଓଡ଼ିଶାରେ ଲାଗୁ ହୋଇଛି । ଖୁବ୍ ଶୀଘ୍ର ଓଡ଼ିଶା ଭାରତ ବର୍ଷର ଅଗ୍ରଣୀ ରାଜ୍ୟ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.