ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଭୁବନେଶ୍ୱରରେ ପହଞ୍ଚିଲେ ମନୋଜ ଆହୁଜା, ମୁଖ୍ୟ ଶାସନ ସଚିବ ଭାବେ ନେବେ ଦାୟିତ୍ୱ

ଭୁବନେଶ୍ୱର, ୩୦।୬: ଭୁବନେଶ୍ୱରରେ ପହଞ୍ଚିଲେ ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ପହଞ୍ଚିଛନ୍ତି ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବ ଭାବରେ ନାମ ଘୋଷଣା ପରେ ଓଡ଼ିଶା ଫେରିଛନ୍ତି ମନୋଜ । ରବିବାର ସରୁଛି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ । ଆଜି ଅପରାହ୍ନରେ ନୂଆ ମୁଖ୍ୟ ସଚିବ ଭାବରେ ଦାୟିତ୍ଵ ଗ୍ରହଣ କରିପାରନ୍ତି ମନୋଜ ଆହୁଜା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.