ପ୍ରମୁଖ ଖବର
  • ଅଯୋଧ୍ୟାରେ ରାମଲାଲାଙ୍କ ସୂର୍ଯ୍ୟତିଳକ, ଦିବ୍ୟ ରୂପ ଦେଖି ଭକ୍ତିରେ ବିଭୋର ହେଲେ ଶ୍ରଦ୍ଧାଳୁ
  • ||
  • ଦିନ ସାଢେ ୧୧ଟାରେ ୪୦ ଡିଗ୍ରୀ ଛୁଇଁଲା ତାପମାତ୍ରା, ବାଲେଶ୍ଵରରେ ସର୍ବାଧିକ ରେକର୍ଡ
  • ||
  • ଭୁବନେଶ୍ୱର : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ୩ ଦିନ ସ୍କୁଲ ଛୁଟି
  • ||
  • ମୁମ୍ୱାଇ: ଶୋଇବା ଅଧିକାର ମୌଳିକ ଆବଶ୍ୟକତା, ରାତି ଅଧରେ ଜେରା କରିବାରୁ ଇଡିକୁ ହାଇକୋର୍ଟ ନୋଟିସ୍‌
  • ||
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ମନୋରଞ୍ଜନ ପାଣିଗ୍ରାହୀ ହେଲେ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ବର,୨।୪ : ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। 

ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର ଅଧିକାରୀ । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗ ଓ ସିକିମ୍ ର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ଥିଲେ। ଶ୍ରୀ ପାଣିଗ୍ରାହୀ ଓଡ଼ିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟକରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ସେ ଓଡ଼ିଶା ସରକାରଙ୍କ ସଂସ୍କୃତି, ସୂଚନା ଓ ଲୋକସମ୍ପର୍କ ବିଭାଗର ଶାସନ ସଚିବ ଭାବେ ଦୀର୍ଘ ପାଞ୍ଚବର୍ଷ କାର୍ଯ୍ୟ କରିଛନ୍ତି। ଶ୍ରୀ ପାଣିଗ୍ରାହୀ ଏକାଧାରରେ ଜଣେ ସୁବକ୍ତା, ସୁସାହିତ୍ୟିକ ଓ ସଂସ୍କୃତି ପ୍ରେମୀ ବ୍ୟକ୍ତିତ୍ଵ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.