ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମନୋରଞ୍ଜନ ପାଣିଗ୍ରାହୀ ହେଲେ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର

ଭୁବନେଶ୍ବର,୨।୪ : ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। 

ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା ଭାରତୀୟ ରାଜସ୍ୱ ସେବାର ଅଧିକାରୀ । ଏହା ପୂର୍ବରୁ ସେ ପଶ୍ଚିମବଙ୍ଗ ଓ ସିକିମ୍ ର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ଥିଲେ। ଶ୍ରୀ ପାଣିଗ୍ରାହୀ ଓଡ଼ିଶାର ବିଭିନ୍ନ ସ୍ଥାନରେ କାର୍ଯ୍ୟକରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ସେ ଓଡ଼ିଶା ସରକାରଙ୍କ ସଂସ୍କୃତି, ସୂଚନା ଓ ଲୋକସମ୍ପର୍କ ବିଭାଗର ଶାସନ ସଚିବ ଭାବେ ଦୀର୍ଘ ପାଞ୍ଚବର୍ଷ କାର୍ଯ୍ୟ କରିଛନ୍ତି। ଶ୍ରୀ ପାଣିଗ୍ରାହୀ ଏକାଧାରରେ ଜଣେ ସୁବକ୍ତା, ସୁସାହିତ୍ୟିକ ଓ ସଂସ୍କୃତି ପ୍ରେମୀ ବ୍ୟକ୍ତିତ୍ଵ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.