PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

କୁରୁକ୍ଷେତ୍ରର ନିକଟରେ ଜାତୀୟ ରାଜପଥ ଜାମ୍ କଲେ କୃଷକ, ବିଭିନ୍ନ ଦାବି ନେଇ ବିରୋଧ ପ୍ରଦର୍ଶନ

pic- NDTv.in

ଚଣ୍ଡିଗଡ଼: ହରିଆଣା କୁରୁକ୍ଷେତ୍ରରରେ ଜାତୀୟ ରାଜପଥ ଜାମ୍ କଲେ କୃଷକ। ଶୁକ୍ରବାର ବିଭିନ୍ନ ଦାବି ନେଇ ସକାଳ ପାଖରୁ ବିଳମ୍ୱିତ ରାତି ଯାଏ କୃଷକମାନେ ଆନ୍ଦୋଳନ କରୁଛନ୍ତି। ଏହି ପ୍ରଦର୍ଶନ ଯୋଗୁ କୁରୁକ୍ଷେତ୍ର ଦେଇ ଯାଇଥିବା ଜାତୀୟ ରାଜପଥ ଉପରେ କିଛି କିଲୋମିଟର ଯାଏ ଲମ୍ୱା ଲାଇନ ଦେଖିବାକୁ ମିଳିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଉଛି।     

ସୂଚନା ଅନୁସାରେ, କୃଷକମାନେ କୁରୁକ୍ଷେତ୍ର ସାହବାଦରେ ପ୍ରଦର୍ଶନ କରୁଛନ୍ତି। ଏହି ପ୍ରଦର୍ଶନ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ଫସଲ କ୍ରୟରେ ଡେରି ହେଉଥିବା ନେଇ କୁହାଯାଇଛି। କୃଷକଙ୍କ କହିବା କଥା ହେଉଛି, ସେମାନଙ୍କ ପାଖରେ ଜାଗା ନାହିଁ ଅମଳ ହୋଇଥିବା ଫସଲକୁ ପାଖରେ ରଖିବା ପାଇଁ। ଏପରି ସ୍ଥିତିରେ ଯଦି ସରକାରଙ୍କ ଅବହେଳା କାରଣରୁ ଡେରି ହେଉଛି ତେବେ ଏହାର କ୍ଷତି ମଧ୍ୟ ସରକାର ଦିଅନ୍ତୁ ବୋଲି କୃଷକମାନେ କହିଛନ୍ତି।

ସମ୍ବନ୍ଧିତ ଖବର