ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମାଓନେତା ସବ୍ୟସାଚୀ ପଣ୍ଡା ଅସୁସ୍ଥ, ଜେଲ୍‌ ଡାକ୍ତରଖାନରେ ଚାଲିଛି ଚିକିତ୍ସା

ବ୍ରହ୍ମପୁର,୨୮/୦୫: ମାଓନେତା ସବ୍ୟସାଚୀ ପଣ୍ଡା (୫୭) ଅସୁସ୍ଥ ଥିବା ସୂଚନା ମିଳିଛି । ସୋମବାର ଅପରାହ୍ନରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଜେଲ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଡାକ୍ତରଙ୍କ  ପରାମର୍ଶ ପ୍ରକାରେ ସେଠାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଥିଲା । ସବ୍ୟସାଚୀଙ୍କୁ  ଏମ୍‌କେସିଜି ମେଡିସିନ୍‌ ବିଭାଗରେ କଡ଼ା ସୁରକ୍ଷା  ମଧ୍ୟରେ ଭର୍ତ୍ତି କରାଯାଇଛି । ଚିକିତ୍ସା ପରେ ସେ ସାମାନ୍ୟ ସୁସ୍ଥ ହୋଇଥିବା ମେଡିକାଲ ସୂତ୍ରରୁ  ପ୍ରକାଶ । ଉଚ୍ଚ ରକ୍ତଚାପ ଓ ବାନ୍ତି ହେବା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି ବୋଲି ଜେଲର୍‌ ସତ୍ୟନାରାୟଣ ବେହେରା କହିଛନ୍ତି । ତାଙ୍କ ପାଇଁ  ଏମ୍‌କେସିଜିରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛ

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.