ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ପାଇକମାଳ ଖଣ୍ଡିଝରନରେ ମାଓ-ପୁଲିସ ଗୁଳି ବିନିମୟ

ବରଗଡ 23/02 ବରଗଡ ଜିଲ୍ଲାର ପଦ୍ମପୁର ଉପଖଣ୍ଡର ପାଇକମାଲ ଥାନା ଅନ୍ତର୍ଗତ ପଦ୍ମପୁର-ପାଇକମାଳ ରାସ୍ତାର ତାରିଣୀ ମନ୍ଦିର ନିକଟ ଖଣ୍ଡିଝରନ୍ ଜଙ୍ଗଲରେ ଆଜି ସକାଳ ୮ଟା ୩୦ରେ ଡିଭିଏଫ ସହ ମାଓବାଦୀଙ୍କ ଗୁଳି ବିନିମୟ ହୋଇ ଥିବା ସୂଚନା ମିଳିଛି । ଉଭୟ ପକ୍ଷରୁ ଘନ ଘନ ଗୁଳି ଚାଳନା ହୋଇଥିବା ଖବର ରହିଛି । ତେବେ ଘଟଣା ସ୍ଥଳକୁ ପୋଲିସର ବରିଷ୍ଠ ଅଧିକାରୀ  ଗସ୍ତ ସୂଚନା ରହିଥିବା ବେଳେ ବରଗଡ଼ ଏସପି ପ୍ରହଲ୍ଲାଦ ସହାଇ ମିନା ଉକ୍ତ ଘଟଣାକୁ ସ୍ୱୀକାର କରିବା ସହ ପରେ ସବିଶେଷ ସୂଚନା ଦେବେ ବୋଲି କହିଛନ୍ତି । ପାଇକମାଲ ଥାନା ଖଣ୍ଡିଝରନରେ ଘଟଣା ଘଟିଥିବା ବେଳେ ବଲାଙ୍ଗିର ବରଗଡ଼ ମହାସମୁନ୍ଦ ଡିଭିଜନର ମାଓ ସଂଗଠନର ସଦସ୍ୟ ହୋଇଥିବା ସୂଚନା ରହିଛି । ତେବେ ଖବର ଲେଖାଯିବା ଯାଏଁ କମ୍ବିଂ ଜାରି ରହିଥିଵା ବେଳେ ପୁଲିସ ବହୁ ମାଓ ସାମଗ୍ରୀ ଜବତ କରିଥିବା ଏସପି ଶ୍ରୀ ମିନାଙ୍କ ସୂତ୍ରରୁ ଜଣାପଡିଛି l 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.