ପ୍ରମୁଖ ଖବର
  • ଜମ୍ମୁ-କାଶ୍ମୀରକୁ ଖୁବ୍‌ଶୀଘ୍ର ମିଳିବ ପୂର୍ଣ୍ଣ ରାଜ୍ୟ ମାନ୍ୟତା, ଉଦ୍ଧମପୁରରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • କାଳିକାଦେବୀ ସାହିରେ ବୁଲେ ମାଟିମଣ୍ଡପ ସାହି ପଟୁଆର, ଆଜି ବାଲିସାହି-ହରଚଣ୍ଡି ସାହି ଶାନ୍ତି କମିଟି ବୈଠକ
  • ||
  • ପ୍ୟାରିସ ଅଲିମ୍ପିକ୍ସ: ୧୭ରେ ବିକ୍ରି ହେବ ୨୫୦,୦୦୦ ଟିକେଟି
  • ||
  • ଗ୍ରୀଷ୍ମ ଛୁଟିରେ ଅନ୍‌ଲାଇନ୍‌ କ୍ଲାସ୍‌, ଆଜି ପ୍ରଧାନଶିକ୍ଷକମାନଙ୍କ ବୈଠକରେ ହେବ ଆଲୋଚନା
  • ||
  • ତୃତୀୟ ପର୍ଯ୍ୟାୟ ନିର୍ବାଚନ: ଶୁକ୍ରବାର ପ୍ରକାଶ ପାଇବ ବିଜ୍ଞପ୍ତି, ଆରମ୍ଭ ହେବ ନାମାଙ୍କନ ପ୍ରକିୟା
  • ||
  • ଜାତୀୟ ପଥପ୍ରାନ୍ତ ନାଟକ ଦିବସ: ସରକାରୀ ସ୍ୱୀକୃତିକୁ ଅପେକ୍ଷା, ଅନେକ ଦାବି ପରେ ବି ଅବହେଳିତ
  • ||
  • ଦିଲ୍ଲୀ ମଦ ନୀତି ମାମଲା: ଆଜି କୋର୍ଟରେ ହାଜର ହେବେ ବିଆର୍‌ଏସ୍‌ ନେତ୍ରୀ କେ.କବିତା, ରିମାଣ୍ଡ ଆବେଦନ କରିବ CBI
  • ||
  • IPL 2024: ସୁପରଜାଏଣ୍ଟ୍‌ସ - କ୍ୟାପିଟାଲ ଲଢ଼େଇ, ଏକାନ୍ନାରେ ଚ୍ୟାଲେଞ୍ଜ ହେବ ସ୍ପିନ
  • ||
  • ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ
  • ||
  • ବଦଳିବ ପାଣି ପାଗ ମିଜାଜ୍: ୪ ଦିନରେ ୮ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ପୁଣି କଲବଲ କରିବ ତାତି
  • ||

ସୀମାନ୍ତରେ ୮ ଲକ୍ଷ ଇନାମି ମାଓବାଦୀର ଆତ୍ମସମର୍ପଣ, ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଥିଲା ସଂପୃକ୍ତ

ମାଲକାନଗିରି - ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ୮ ଲକ୍ଷ ଇନାମି ମାଓବାଦୀ ଆତ୍ମ ସମର୍ପଣ କରିଛି। ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ ସକ୍ରିୟ ଥିବା କୁଖ୍ୟାତ ମାଓବାଦୀ ରୋଶନ ସୋଡି ସୁକୁମା ଜିଲ୍ଲା ବୁର୍କାଲଙ୍କା ପନ୍ତପାରା ପୋଲିସ ଥାନାରେ ଆତ୍ମସମର୍ପଣ କରିଛି।

ତେବେ ଆତ୍ମସମର୍ପଣକାରୀ ମାଓବାଦୀ ନାମରେ ୮ ଲକ୍ଷ ଟଙ୍କାର ଇନାମ ରହିଥିବା ବେଳେ ସେ ଅନେକ ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଜଡିତ ଥିଲା। ମାଓ ସଙ୍ଗଠନ ଧୀରେ ଧୀରେ ଭୁଷୁଡିବାରେ ଲାଗିଥିବା ସହ ନିଜର ନୀତି ଆଦର୍ଶରୁ ଓହରି ଯାଉଥିବା ବେଳେ ସେ ସାଧାରଣ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଇ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ପ୍ରକାଶ କରିଛି। 

ଏହି ସମୟରେ ସୁକୁମ ଏସପି ସତୀଶ କୁମାର ଦୁବେ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିବା ବେଳେ ଆତ୍ମସମର୍ପଣ ନୀତି ଅନୁଯାୟୀ ରୋଶନଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.