ପ୍ରମୂଖ ଖବର
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ

Published By : Rasmita Pradhan | December 2, 2024 11:38 AM

ମାଲକାନଗିରି, ୦୨/୧୨ : ଲାଲବାହିନୀର ବର୍ବରକାଣ୍ଡ। ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲା ମୋରମେଡ ଗ୍ରାମରେ ମାଓହିଂସା। ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ। 

ସୂଚନାନୁଯାୟୀ, ବିଜାପୁର ଜିଲ୍ଲା ମୋରମେଡ ଗ୍ରାମରେ ଗତ କିଛି ଦିନ ତଳେ ଏକ ମୋବାଇଲ ଟାୱାର ସେବା ଆରମ୍ଭ ହୋଇଥିଲା। ମାଓବାଦୀମାନେ ଏହାକୁ ବିରୋଧ କରୁଥିଲେ। ରବିବାର ରାତିରେ କିଛି ମାଓବାଦୀ ମୋରମେଡ ଗାଁରେ ପଶି ମୋବାଇଲ ଟାୱାରରେ ବିସ୍ଫୋରଣ କରିଥିଲେ। ଏନେଇ ବିଜାପୁର ପୋଲିସ ସୂଚନା ଦେଇଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.