ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମାଓବାଦୀଙ୍କ ବର୍ବର କାଣ୍ଡ, ଘରେ ଶୋଇଥିବା ବେଳେ ବୃଦ୍ଧଙ୍କୁ ଗଳାକାଟି କଲେ ହତ୍ୟା

Published By : Prameya | March 4, 2025 12:18 PM

ଭୁବନେଶ୍ୱର ୦୪/୦୩: ଲାଲଗଡ଼ରେ ମାଓବାଦୀଙ୍କ ବର୍ବର କାଣ୍ଡ। ପୁଣି ନରହନ୍ତା ପାଲଟିଲେ ନକ୍ସଲ। ଘରେ ପଶି ବୃଦ୍ଧଙ୍କ ଗଳା କାଟି ବିଭତ୍ସ ଭାବେ କଲେ ହତ୍ୟା। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ମାମଲା ରୁଜୁ କରିଛି। ଏଭଳିି ଅଭାବନୀୟ ଘଟଣା ଚିନ୍ତାଗୁମ୍ଫା ଥାନା ଅନ୍ତର୍ଗତ ପେଣ୍ଟାପାଡ ଗାଁରେ ଘଟିଛି।

ସୂଚନା ମୁତାବକ, ମାଲକାନଗିରି ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ପୂର୍ବତନ ବିଧାୟକ ମନିଷ କୁଞ୍ଜାମଙ୍କ ସାନ ଶଶୁର କମଲୁ ହିଡମାଙ୍କୁ ମାଓବାଦୀମାନେ ଗଳା କାଟି ହତ୍ୟା କରିଛନ୍ତି । ଚିନ୍ତାଗୁମ୍ଫା ଥାନା ଅନ୍ତର୍ଗତ ପେଣ୍ଟାପାଡ ଗାଁର ନିଜ ଘରେ ୬୫ ବର୍ଷୀୟ ବୃଦ୍ଧ କମଲୁ ଶୋଇଥିବା ବେଳେ ୨୦ ରୁ ୨୫ ଜଣ ମାଓବାଦୀ ତାଙ୍କ ଘରେ ପଶି ଏହି ହତ୍ୟାକାଣ୍ଡ କରିଛନ୍ତି ।  ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.