ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଘରେ ଘରେ ତ୍ରିରଙ୍ଗା ଅଭିଯାନ ନେଇ ମାରାଥନ

ମାଲକାନଗିରି,୧୩/୮(ଆପ୍ର ): ଚଳିତ ବର୍ଷ ୭୮ ତମ ସ୍ବାଧିନତା ଦିବସ ପାଳନ ନେଇ ଘରେ ଘରେ ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ସେହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ମାରାଥନ ଅନୁଷ୍ଠିତ ହୋଇଯାଇଅଛି। ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ସେହିପରି ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ  ବେଦବର ପ୍ରଧାନ, ଉପଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ସାମିଲ ହୋଇଥିଲେ। ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଏନସିସି କ୍ୟାଡେଟ, ସ୍ବେଚ୍ଛାସେବୀ ଓ ବୁଦ୍ଧିଜୀବୀ ଦେଶାତ୍ମବୋଧକ ସ୍ଲୋଗାନ ଦେଇ ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। 

ଆସନ୍ତାକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ତ୍ରିରଙ୍ଗା ରାଲି ଏବଂ ସଂସ୍କୃତି ଭବନ ଠାରେ ତ୍ରିରଙ୍ଗା କନସୋର୍ଟ ଆୟୋଜନ କରାଯିବ।   ଜିଲ୍ଲା କ୍ରୀଡ଼ା ଅଧିକାରୀ ମାଧବ ପାଙ୍ଗି ଏବଂ କ୍ରୀଡା ବିଭାଗର କର୍ମଚାରୀମାନେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ  ପ୍ରମିଳା ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତୋଷ ନାରାୟଣ ପଣ୍ଡା, ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ର, ବାଲାଜୀ ପଟ୍ଟନାୟକ, ହିମାଂଶୁ ମହାରଣା,ନିରଞ୍ଜନ ତାଙ୍ଗାରଙ୍ଗା, ଡ଼ଃ ରଞ୍ଜନ ସ୍ୱାଇଁ, ଙ୍କ ସମେତ ଜିଲ୍ଲା ପରିଷଦ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.