ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଗଞ୍ଜେଇ ଓ ଗୋଟିଏ କାର୍ ଜବତ, ୨ ଗିରଫ

Published By : Gurupada Nath | October 31, 2024 8:08 PM

ଭାପୁର, ୩୧/୧୦: ଫତେଗଡ ଥାନା ଅଞ୍ଚଳରୁ ଗଞ୍ଜେଇ ଓ ଗୋଟିଏ କାର ଜବତ ହୋଇଥିବାବେଳେ  ଦୁଇ ଜଣ ଯୁବକ ଗିରଫ ହୋଇଥିବା ଜଣାପଡ଼ିଛି । ପ୍ରକାଶ ଯେ, ଫତେଗଡ ଥାନାଧିକାରୀ ପଞ୍ଚାନନ ପରିଡାଙ୍କ ନିର୍ଦ୍ଦେଶରେ ଏସଆଇ ଅଶୋକ ମଲ୍ଲିକ ଓ ପୁଲିସ କର୍ମଚାରୀ ପଥରଚକଡା ପଞ୍ଚାୟତ ମାଧପୁର ଛକରେ ଗାଡ଼ି ଚେକି° କରୁଥିଲେ । ଏହି ସମୟରେ କଣ୍ଟିଲୋ ପଟୁ ଏକ କାର ନଂ ଓଡି ୦୨ ସିଏକ୍ସ ୯୦୫୩ ଦ୍ରୃତଗତିରେ ଆସିଥିଲା । ଗାଡ଼ି ଉପରେ ସନ୍ଦେହ ହେବାରୁ ଗାଡ଼ି ଚେକି° ସମୟରେ ଗାଡ଼ି ଦ୍ରୃତଗତିରେ ଘଟଣାସ୍ଥଳରୁ ଯିବାବେଳେ ପୋଲିସ ପିଛା କରି ଗାଡିକୁ ଜବତ କରିଥିଲେ।ଗାଡ଼ି ଭିତରୁ ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲେ।

ଗଞ୍ଜେଇ ସହ କାର ଓ ମୋବାଇଲ ଜବତ କରିବା ସହ ଦୁଇ ଜଣ ଯୁବକଙ୍କୁ ଅଟକ ରଖିଥିଲେ। ମାଜିଷ୍ଟ୍ରେଟ ତହସିଲଦାର ଅର୍ଜୁନ ପ୍ରଧାନଙ୍କ ଉପସ୍ଥିତରେ ଗଞ୍ଜେଇ ଓଜନ ହୋଇଥିବାବେଳେ ଫତେଗଡ ଥାନାଧିକାରୀ କେସ ନଂ ୨୮୦ ମାମଲା ରୁଜୁ କରି ଫତେଗଡ ଥାନା ଅନ୍ତର୍ଗତ ଲକ୍ଷ୍ମୀପ୍ରସାଦ ଗ୍ରାମର ଭଗବାନ ସାହୁଙ୍କ ପୁଅ ସୁଶାନ୍ତ ସାହୁ (୪୩) ଓ ଖଣ୍ଡପଡ଼ା ଥାନା ଅନ୍ତର୍ଗତ କଣ୍ଟିଲୋ ବାପୁଜୀ ନଗର ଗ୍ରାମର ଭୋଳଶ୍ୱର ପାତ୍ରଙ୍କ ପୁଅ ବିକାଶ ଚନ୍ଦ୍ର ପାତ୍ରଙ୍କୁ ଗିରଫ କରି ଆଜି ଅପରାହ୍ନରେ କୋର୍ଟ ଚାଲାଣ କରିଥିବା ଥାନାଧିକାରୀ ଶ୍ରୀ ପରିଡାଙ୍କ ଠାରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.