ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

କେନ୍ଦୁଝରରେ ପୁଣି ପ୍ରଶ୍ନପତ୍ର ଭାଇରାଲ୍ ! ସୋସିଆଲ ମିଡିଆରେ ଘୂରୁଛି ଗଣିତ ପ୍ରଶ୍ନ ଓ ଉତ୍ତର

Published By : Prameya | February 26, 2024 10:11 AM

କେନ୍ଦୁଝର, ୨୬/୦୨ : ପୁଣି ଆସିଲା ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ। କେନ୍ଦୁଝରରେ ଗଣିତ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ସୋସିଆଲ ମିଡ଼ିଆରେ ପ୍ରଶ୍ନପତ୍ର ଏବଂ ଉତ୍ତର ଘୂରି ବୁଲୁଛି।

ତେବେ ପରୀକ୍ଷା ଶେଷ ହେବା ପରେ ଏହାର ସତ୍ୟାସତ୍ୟ ଜଣାପଡ଼ିବ । ପୂର୍ବରୁ କେନ୍ଦୁଝରରେ ଇଂରାଜୀ ପ୍ରଶ୍ନପତ୍ର ଭାଇରାଲ୍ ଅଭିଯୋଗ ହୋଇଥିଲା। ଯାହାକୁ ବୋର୍ଡ କର୍ତ୍ତୃପକ୍ଷ ଖଣ୍ଡନ କରିଥିଲେ। କେନ୍ଦୁଝର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଏବେ ପୁଣି ଗଣିତ ପ୍ରଶ୍ନପତ୍ର ସହ ଉତ୍ତର ସୋସିଆଲ ମିଡିଆରେ ଘୂରି ବୁଲୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.