ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବୁଧବାରଠାରୁ ମାଟ୍ରିକ ଖାତା ଦେଖା, ୫୧ଟି କେନ୍ଦ୍ରରେ ହେବ ମୂଲ୍ୟାୟନ

Published By : Harapriya Sethi | March 19, 2025 8:45 AM

ଭୁବନେଶ୍ୱର,୧୯/୦୩: ବୁଧବାରଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା । ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ସବଜେକଟିଭ୍‌ ଖାତା ଦେଖା ପାଇଁ ପ୍ରାୟ ୧୨ ହଜାର ଶିକ୍ଷକ ଶିକ୍ଷୟତ୍ରୀ ମୁତୟନ ହୋଇଛନ୍ତି । ତେବେ ଖାତା ମୂଲ୍ୟାୟନ ପ୍ରକ୍ରିୟାରେ ୧୧ହଜାର ୮ଶହ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି ଏବଂ ପ୍ରତି ମୂଲ୍ୟାୟନ କେନ୍ଦ୍ରରେ ୧୦ଜଣ ମୂଲ୍ୟାୟନକାରୀଙ୍କୁ ରିଜର୍ଭ ରଖାଯାଇଛି । 

ଏଥର ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ଫର୍ମ ଫିଲ୍‌ ଅପ୍ କରିଥିଲେ । ୩ ହଜାର ୧୩୩ ଟି ପରୀକ୍ଷା କେନ୍ଦ୍ରରେ ହୋଇଥିଲା ମାଟ୍ରିକ ପରୀକ୍ଷା। । ଗତ ମାସ ଅର୍ଥାତ ଫେବୃୟାରୀ ୨୧ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ଚଳିତ ମାସ ଅର୍ଥାତ ମାର୍ଚ୍ଚ ୬ ତାରିଖରେ ମାଟ୍ରିକ ପରୀକ୍ଷା ଶେଷ ହୋଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.