ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଫେବୃୟାରୀ ୨୧ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

Published By : Suraj Kumar | November 14, 2024 5:09 PM

କଟକ, ୧୪।୧୧ : ଫେବୃୟାରୀ ୨୧ ମାଟ୍ରିକ ପରୀକ୍ଷା  । ୨୧ ଫେଵୃଆରୀରୁ ୬ ମାର୍ଚ୍ଚ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ ମାଧ୍ୟମିକ ଶିକ୍ଷା ପରିଷଦ ଜାରି କରିଛି । ରେଗୁରାଲ ଓ ଏକ୍ସ ରେଗୁରାଲ ପରୀକ୍ଷାର୍ଥୀଙ୍କ ପାଇଁ ଗୋଟିଏ ସିଟିଂ ଓ ସମାନ ପ୍ରଶ୍ନ ପତ୍ର ପ୍ରସ୍ତୁତ କରାଯିବ। 

ପରୀକ୍ଷା ପ୍ରତ୍ୟେକ ଦିନ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ୧୧ଟା୩୦ରେ ଶେଷ ହେବ। କେବଳ ଗଣିତ ପରୀକ୍ଷା ୧୧ଟା ୪୫ରେ ଶେଷ କରାଯିବ।   ୨୧ତାରିଖରେ ପ୍ରଥମ ଭାଷା ପରୀକ୍ଷା, ୨୪ରେ ଇଂରାଜୀ,  ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ ଓ   ମାର୍ଚ୍ଚ ୩ ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.