ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

‘ନିମନ୍ତ୍ରଣ ସମ୍ପର୍କ ଉପରେ ନିର୍ଭର କରେ’, ପାକିସ୍ତାନ ହାଇକମିଶନର ଇଫତାର ପାର୍ଟି ନେଇ ରଣଧୀର ଜୟସୱାଲଙ୍କ ପ୍ରତିକ୍ରିୟା

Published By : Harapriya Biswal | March 21, 2025 7:41 PM

ନୂଆଦିଲ୍ଲୀ,୨୧।୩: ପାକିସ୍ତାନକୁ ପୁଣିଥରେ ଭାରତର ବୈଦେଶିକ ମନ୍ତ୍ରଣାଳୟର କଡ଼ା ସମାଲୋଚନା। ଶୁକ୍ରବାର ସାମ୍ବାଦିକଙ୍କ ସହ କଥା ହୋଇ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ ପଡୋଶୀ ଦେଶର ପ୍ରକୃତ ଚେହେରା ମଧ୍ୟ ଦେଖାଇଛନ୍ତି। ତାଙ୍କୁ ଯେତେବେଳେ ପଚରାଯାଇଥିଲା ପାକିସ୍ତାନ ଜାତୀୟ ଦିବସ ଅବସରରେ ପାକ୍ ହାଇକମିଶନରେ ଆୟୋଜିତ ଇଫତାର ଡିନ୍‌ରରେ କୌଣସି ଭାରତୀୟ ସରକାରୀ ଅଧିକାରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା କି? ଏହାର ଉତ୍ତରରେ ସେ କହିଥିଲେ, ନିମନ୍ତ୍ରଣ ସମ୍ପର୍କ ଉପରେ ନିର୍ଭର କରେ। ସାରା ବିଶ୍ବ ଭଲ ଭାବରେ ଜାଣେ ଯେ ପାକିସ୍ତାନ ସୀମାପାର ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି। ।    

ତେବେ ସେ ଭାରତ ଏବଂ ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଆଲୋଚନାକୁ ଆଗକୁ ନେବା ପ୍ରକ୍ରିୟାରେ ଅଛନ୍ତି। ଉଭୟ ସରକାର BTA ପାଇଁ ଏକ ଢାଞ୍ଚା ସୃଷ୍ଟି କରିବା ପାଇଁ ସକ୍ରିୟ ଭାବରେ କାର୍ଯ୍ୟ କରୁଛନ୍ତି, ଯାହାର ଲକ୍ଷ୍ୟ ବାଣିଜ୍ୟ ବିସ୍ତାର, ବଜାର ପ୍ରବେଶକୁ ପ୍ରୋତ୍ସାହନ, ଶୁଳ୍କ ଏବଂ ଅଣ-ଶୁଳ୍କ ପ୍ରତିବନ୍ଧକ ହ୍ରାସ। ଭାରତ ସରକାର ପାରସ୍ପରିକ ଲାଭକାରୀ ବହୁ-କ୍ଷେତ୍ରୀୟ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମାରେ ପହଞ୍ଚିବା ପାଇଁ ବିଭିନ୍ନ ସ୍ତରରେ ଆମେରିକୀୟ ପ୍ରଶାସନ ସହିତ ଯୋଗାଯୋଗରେ ଅଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.