ପାଟଣା, ୨/୩ : ପାଟଣାରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ । ୩୦ ହଜାର ରୁ ୪୦ ହଜାର କୋଟି ଟଙ୍କା ବ୍ୟୟରେ JSW ଓ Posco କମ୍ପାନୀ ସରକାରଙ୍କ ସହିତ MOU କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚମ୍ପୁଆ ଚନ୍ଦ୍ରଶେଖର କଲେଜ ବାର୍ଷିକ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ।

Karnataka: ମୁସଲିମ କଣ୍ଟ୍ରାକ୍ଟରମାନଙ୍କୁ ମିଳିଲା ୪...