ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ମୃଦୁ ଭୂମିକମ୍ପରେ ଥରିଲା ଗଜପତିର ମୋହନା ଅଞ୍ଚଳ, ଘରୁ ବାହାରି ଆସିଲେ ଲୋକେ

Published By : Harapriya Sethi | December 28, 2024 2:18 PM

ମୋହନା,୨୮/୧୨: ମୃଦୁ ଭୂକମ୍ପରେ ଥରିଲା ଗଜପତି ଜିଲ୍ଲା ମୋହନା ଅଞ୍ଚଳ । ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଅଚାନକ ଏକ ଶବ୍ଦ ହୋଇଥିଲା । ଲୋକେ ନିଜ ନିଜ କାମରେ ବ୍ୟସ୍ତ ଥିବାବେଳେ ଶବ୍ଦ ଶୁଣି ଭୟଭୀତ ହୋଇଯାଇଥିଲେ । ଭୂମିକମ୍ପ ହୋଇଥିବା ଜାଣିପାରି ଲୋକେ ଘରୁ ବାହାରି ଆସିଥିଲେ । ତେବେ ଏହି ଭୂମିକମ୍ପ ମୋହନା ସମେତ ଲୁହାଗୁଡ଼ି, ଚାନ୍ଦିପୁଟ, ଅଡ଼ବା, ଚନ୍ଦ୍ରଗିରି ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.