ପ୍ରମୁଖ ଖବର
  • ପ୍ରକାଶ ପାଇଲା ୟୁପିଏସ୍‌ସି ରେଜଲ୍ଟ, ୧୮୦ ଆଇଏଏସ୍., ୨୦୦ ଏଇପିଏସ୍‌, ୩୭ ଆଇଏଫଏସ କୃତ୍ତକାର୍ଯ୍ୟ
  • ||
  • କେନ୍ଦୁଝର ଅଦାଲତ ସଂଲଗ୍ନ ଔଷଧ ଦୋକାନରେ ପଶିଲା ବାରାହା
  • ||
  • ଆକାଶରୁ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁ ଉତ୍ତପ୍ତ ସହର ପାଲଟିଲା ବାଲେଶ୍ୱର
  • ||
  • ବାରିପଦା: ପୋଖରୀ ରେ ଗାଧୋଉଥିବା ବେଳେ ଦୁଇ ଭଉଣୀଙ୍କ ମୃତ୍ୟୁ
  • ||
  • ଆସିଲା ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୨୧ ବିଧାନସଭା ପ୍ରାର୍ଥୀଙ୍କ ନା ଘୋଷଣା, ୧୪ ଆସନ ପାଇଁ ଛାଣ୍ଡିନି ଅଙ୍କ
  • ||
  • ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ, ଶେଷ ସୁଯୋଗ ଆଜି
  • ||
  • ମଙ୍ଗଳବାର ରଥଯାତ୍ରା ଦ୍ୱିତୀୟ ପ୍ରସ୍ତୁତି ବୈଠକ: ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରଉତ୍ସବ ଓ ଶ୍ରୀଗୁଣ୍ଡିଚା ଚାଲେଞ୍ଜ ହେବ
  • ||
  • IPL 2024: ଇଡେନ୍‌ରେ କୋଲକାତା-ରାଜସ୍ଥାନ ମୁକାବିଲା, ଶୀର୍ଷ ସ୍ଥାନ ପାଇଁ ହେବ ଲଢ଼େଇ
  • ||
  • ପବିତ୍ର ଅଶୋକାଷ୍ଟମୀ: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ର, ମଧ୍ୟାହ୍ନ ସାଢ଼େ ୧୨ଟାରେ ପହଣ୍ଡି, ସାଢ଼େ ୩ଟାରେ ରଥ ଟଣା
  • ||
  • ଆଗକୁ ଭୟାନକ ଅଗ୍ନି ବର୍ଷା, ୪୫ ଛୁଇଁବ ତାପମାତ୍ରା: ସପ୍ତାହ ଯାଏ କମିବନି ତାତି
  • ||

ପ୍ରଥମ ଶ୍ରେଣୀର ନାମ ଲେଖାଇବା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ ,କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଚିଠ

ଭୁବନେଶ୍ୱର,୨୬/୦୨: ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ସର୍ବନିମ୍ନ ବୟସ ସୀମା ୬ବର୍ଷ ରହିବ । ୨୦୨୪-୨୫  ଶିକ୍ଷାବର୍ଷରୁ ଏହାକୁ ଲାଗୁ କରାଯିବ । ଏନେଇ କେନ୍ଦ୍ର ଶିକ୍ଷା  ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ  ନିର୍ଦ୍ଦେଶ ଦିଆଯାଇଛି । 

କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା  ଓ ସାକ୍ଷରତା ବିଭାଗ ପକ୍ଷରୁ ସମସ୍ତ ରାଜ୍ୟକୁ ଚିଠି ହୋଇଛି ।  ଜାତୀୟ ଶିକ୍ଷା ନୀତି-୨୦୨୦ ଓ ଶିକ୍ଷା ଅଧିକାର ଆଇନ-୨୦୦୯  ଅନୁଯାୟୀ ନାମଲେଖା ହେବ । ଏହି ନିୟମକୁ କଡ଼ାକଡ଼ି  କରିବାକୁ କୁହାଯାଇଛି । ସୂଚନାଯୋଗ୍ୟ, ଗତମାସରେ କୋଚିଂ  ସେଣ୍ଟରକୁ ନେଇ ଏକ ଗାଇଡ୍‌ଲାଇନ୍‌ ପ୍ରକାଶ ପାଇଥିଲା ।  ଏଥିରେ ୧୬ ବର୍ଷରୁ କମ୍‌ ପିଲାଙ୍କୁ କୋଚିଂ ସେଣ୍ଟରରେ  ନାମ ଲେଖାଇ ପାରିବେ ନାହିଁ ବୋଲି କୁହାଯାଇଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.