ପ୍ରମୂଖ ଖବର
  • ସମ୍ବଲପୁର: ଟେଲର ଦୋକାନରେ ପଶି ମା’ ଝିଅଙ୍କୁ ହାଣିଲେ ଦୁର୍ବୃତ୍ତ
  • ||
  • ହଟିବ ବ୍ରିଟିଶ ଆଇନ୍ , ଲାଗୁ ହେବ ଭାରତୀୟ ନିୟମ, ଜୁଲାଇରୁ ଲାଗୁ ହେବ ନୂଆ ପୁଲିସ ଆଇନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ଏକ୍ରାମ ଭୁବନେଶ୍ବରରେ ବିଜେଡି ଗଡ ଭାଙ୍ଗିଲା ବିଜେପି : ମନ୍ତ୍ରୀ ଅଶୋକ ପଣ୍ଡା ହାରିଲେ

ଭୁବନେଶ୍ବର, ୪।୬ : ଏକ୍ରାମ ଭୁବନେଶ୍ବର ବିଜେଡି ତଥା ମନ୍ତ୍ରୀ ଅଶୋକ ପଣ୍ଡାଙ୍କ  ଗଡ ଭାବେ ପରିଚିତ। ଏହି ଗଡକୁ ଏଥର  ବିଜେପି ଭାଙ୍ଗିଛି। ତାଙ୍କ ଗଡ ଭାଙ୍ଗିଛନ୍ତି ବିଜେପି ପ୍ରାର୍ଥୀ ବାବୁ ସିଂ। ୨୦୦୯ରୁ କ୍ରମାଗତ ଭାବେ ବିଜୟୀ ହୋଇ ଆସୁଥିବା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏଠାରୁ ପରାଜୟ ହୋଇଛନ୍ତି। 

ମନ୍ତ୍ରୀ ଅଶୋକ ୫୯୩୭୬ରୁ ଉର୍ଦ୍ଧ୍ବ ଭୋଟ ପାଇଥିବା ବେଳେ ବାବୁ ସିଂ ୬୨୪୧୪ରୁ ଅଧିକ ଖଣ୍ଡ  ଭୋଟ ପାଇ ବିଜୟୀ ହୋଇଛନ୍ତି।  ବାବୁ ୩୦୩୮ରୁ ଅଧିକ ଖଣ୍ଡ ଭୋଟରେ ଅଶୋକଙ୍କୁ ହରାଇଛନ୍ତି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.