ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଆଠଗଡରେ ଗଡ ରଖିଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ବର, ୪।୬ ଆଠଗଡରେ  ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇ  ବିଜେଡିର ଗଡ ରଖିଛନ୍ତି।  ଅଷ୍ଟମ ଥର ପାଇଁ ବିଧାୟକ ଭା‌ବେ ନିର୍ବାଚିତ ହୋଇଛନ୍ତି। ସେ ୩୪୭୭ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି।  ରଣେନ୍ଦ୍ର ପ୍ରତାପ ସ୍ବାଇଁ ୮୪୯୫୪ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବ ବିଜେପି ପ୍ରାର୍ଥୀ ଅଭୟ କୁମାର ବାରିକ ୮୧୪୭୭ ଖଣ୍ଡ ପାଇଛନ୍ତି। 

ଆଠଗଡ ନିର୍ବାଚନମଣ୍ଡଳୀ ବିଜେଡି ଗଡ ଭାବେ ପରିଚିତ। ଏଠାରୁ ଜନତା ଦଳ ଓ ପରବର୍ତ୍ତି ସମୟରେ ବିଜୁ ଜନତା ଦଳରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଜୟୀ ହୋଇ ଆସୁଛନ୍ତି। ୧୯୯୦ ମସିହାରୁ ସେ ପ୍ରଥମେ ଜନତା ଦଳରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ପରବର୍ତ୍ତି ସମୟରେ ଏହି ଆସନରୁ ସେ କ୍ରମାଗତ ଭାବେ  ବିଜୟୀ ହୋଇ ଆସୁଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.