ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

ଆଠଗଡରେ ଗଡ ରଖିଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ବର, ୪।୬ ଆଠଗଡରେ  ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇ  ବିଜେଡିର ଗଡ ରଖିଛନ୍ତି।  ଅଷ୍ଟମ ଥର ପାଇଁ ବିଧାୟକ ଭା‌ବେ ନିର୍ବାଚିତ ହୋଇଛନ୍ତି। ସେ ୩୪୭୭ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି।  ରଣେନ୍ଦ୍ର ପ୍ରତାପ ସ୍ବାଇଁ ୮୪୯୫୪ ଖଣ୍ଡ ଭୋଟ ପାଇଥିବା ବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବ ବିଜେପି ପ୍ରାର୍ଥୀ ଅଭୟ କୁମାର ବାରିକ ୮୧୪୭୭ ଖଣ୍ଡ ପାଇଛନ୍ତି। 

ଆଠଗଡ ନିର୍ବାଚନମଣ୍ଡଳୀ ବିଜେଡି ଗଡ ଭାବେ ପରିଚିତ। ଏଠାରୁ ଜନତା ଦଳ ଓ ପରବର୍ତ୍ତି ସମୟରେ ବିଜୁ ଜନତା ଦଳରୁ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଜୟୀ ହୋଇ ଆସୁଛନ୍ତି। ୧୯୯୦ ମସିହାରୁ ସେ ପ୍ରଥମେ ଜନତା ଦଳରୁ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ପରବର୍ତ୍ତି ସମୟରେ ଏହି ଆସନରୁ ସେ କ୍ରମାଗତ ଭାବେ  ବିଜୟୀ ହୋଇ ଆସୁଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.