ପ୍ରମୂଖ ଖବର
  • ଭୁବନେଶ୍ବରରେ ଖୋଲିବ ଏନଆଇଏ ଶାଖା
  • ||
  • କଟକ : କାଠଯୋଡିରେ ବୁଡି ଜଣେ ମୃତ, ଜଣେ ନିଖୋଜ
  • ||
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

ବିଦ୍ୟୁତ ଆଘାତରେ ନାବାଳକଙ୍କ ମୃତ୍ୟୁ,ତଦନ୍ତ କରୁଛି ପୋଲିସ

Published By : prameya | May 16, 2025 8:10 AM

ଖନ୍ତାପଡ଼ା, ୧୬/୦୫:  ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ କସବା ଜୟପୁର ପଞ୍ଚାୟତ ଜିରିତାଳ ଗ୍ରାମରେ ଅଘଟଣ। ଉକ୍ତ ଗାଁର ପ୍ରଭାକର ମହାରଣାଙ୍କ ଏକ ମାତ୍ର ନାବାଳକ ପୁଅ ଆୟୁଷ ମହାରଣାଙ୍କ  ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। 

ସୂଚନା ମୁତାବକ, ଆୟୁଷ ଶୁକ୍ରବାର ସକାଳେ ଘରେ ପାଣି ଦେଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଛନ୍ତି। ନାବାଳକର ମୃତ୍ୟୁ ଖବର ଜାଣିବା ପରେ ମେଡିକାଲରେ ଶୋକାକୁଲ ପରିବେଶ ସୃଷ୍ଟି ହୋଇଥିଲା। ତେବେ ଆୟୁଷ ନବମ ଶ୍ରେଣୀର ଛାତ୍ର ବୋଲି ଜଣାପଡିଛି। ଏପଟେ ନାବାଳକର ମୃତ୍ୟୁରେ ଅଞ୍ଚଳରେ ଗାଁରେ ଶୋକର ଛାୟା ଖେଳି ଯାଇଛି। ଘଟଣା ବାବଦରେ ଖନ୍ତାପଡ଼ା ପୋଲିସ ଖବର ପାଇ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.