ପ୍ରମୁଖ ଖବର
  • କେନ୍ଦୁଝର : ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା, ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
  • ||
  • କଟକ : କାଠଯୋଡି ନଦୀରୁ ଅଚିହ୍ନା ଶବ ଉଦ୍ଧାର
  • ||
  • ଭୁବନେଶ୍ୱର: ବୁଧବାର ଜମୁଛି ବେପାର, ଆମିଷ ଦର ତାଲିକା ମାରିବା ବାଧ୍ୟତାମୂଳକ
  • ||
  • ଭୁବନେଶ୍ୱର: ଟିଟିଏସ୍‌ରୁ ଅଳିଆ ହଟାଇବାକୁ ବିଏମ୍‌ସିର ଜୋରଦାର୍‌ ପ୍ରୟାସ, ୧୫ ଦିନରେ ୧୮ ହଜାର ଟନ୍‌ ପ୍ରୋସେସିଂ
  • ||
  • ଉତ୍ତରକାଶୀ: ଏମିତି କଟିଲା ୧୭ ଦିନ; ଭିଡିଓ ଗେମ୍‌, ଚେସ୍‌ର ବି ମଜାନେଲେ ଯୋଗ, ବ୍ୟାୟାମ କରି ନିଜକୁ ଫିଟ୍‌ ରଖିଲେ
  • ||
  • ଭୁବନେଶ୍ଵର : ୩୦ରେ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲ୍‌ ବ୍ରାଣ୍ଡିଂ, ଲାଗିବ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ଷ୍ଟିକର
  • ||
  • ଭୁବନେଶ୍ଵର : ବାତ୍ୟା ପାଇଁ ସଜାଗ ୭ ଜିଲ୍ଲା, ଚାଷୀଙ୍କୁ ଅଦିନିଆ ବର୍ଷା ଚିନ୍ତା
  • ||

ରାଉରକେଲା: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା, ପୋଲିସର ତଦନ୍ତ ଜାରି

ରାଉରକେଲା ୨୨/୭: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା । ସୁନ୍ଦରଗଡ଼ ହେମଗିରି ଥାନା ଗୋପାଳପୁର ଗାଁ କଲୋନୀ ପଡାରେ ଘଟିଛି ଏହି ଘଟଣା । ଗତ ଶନିବାର ଦିନ ସକାଳ ୧୦ଟାରେ ଗାଁ ନିକଟ ନାଳକୁ ଶୌଚ ହେବାକୁ ଯାଇ ନାବଳିକା ଜଣକ ନିଖୋଜ ହୋଇଯାଇଥିଲେ । ଆଜି ଗାଁ ନିକଟ ଜଙ୍ଗଲରୁ ନାବାଳିକାଙ୍କ ମୃତଦେହ ମିଳିଲା । ଦୁଷ୍କର୍ମ ପରେ ହତ୍ଯା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ହେମଗିରି ପୋଲିସ ମୃତଦେହକୁ ଜବତ କରି ହେମଗିରି ଡାକ୍ତରଖାନାକୁ ପଠାଇଛି । ହେମଗିରି ହସ୍ପିଟାଲରେ ରଖାଯାଇଛି ମୃତଦେହ । ଆସନ୍ତା କାଲି ଶବ ବ୍ଯବଛେଦ ହେବ । ଏନେଇ ଅଧିକ ଖୋଳତାଡ କରୁଛି ପୋଲିସ ।

Copyright © 2022 - Summa Real Media Private Limited. All Rights Reserved.