PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ମାନବାଧିକାର ପ୍ରବକ୍ତା ଆଲେସ୍ ବାଲିଆସ୍କି ସହ ଦୁଇଟି ସଂଗଠନକୁ ମିଳିବ ପୁରସ୍କାର
  • ||
  • ଭୁବନେଶ୍ଵର : ଓଡ଼ିଶା ଲଳିତ କଳା ଏକାଡେମୀ ଉପସଭାପତି ତଥା ବିଶିଷ୍ଟ ଶିଳ୍ପୀ ଶ୍ରୀନିବାସ ପଢ଼ିଆରୀଙ୍କ ପରଲୋକ
  • ||
  • ମୁରିବାହାଲ : ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ APO ସୁଶାନ୍ତ କୁମାର ଦାସ, ୪୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
  • ||
  • ବାଙ୍ଗିରିପୋଷି : ଶୌଚ ହେବାକୁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଯୁବକ ମୃତ
  • ||
  • ଭୁବନେଶ୍ୱର : ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୨୫ ପୂର୍ବରୁ ଓଡ଼ିଶା ଛାଡ଼ିବନି ମୌସୁମୀ
  • ||
  • ଭଦ୍ରକ : ନଭେମ୍ୱର ୩ରେ ଧାମନଗର ଉପନିର୍ବାଚନ, ଆଜିଠୁ ନାମାଙ୍କନ ପତ୍ର ଦାଖଲ
  • ||
  • ତେଲକୋଇ : ଶୁଝି ପାରିଲେନି କିସ୍ତି, ଆତ୍ମହତ୍ୟା କଲେ ଅସହାୟ ଟ୍ରକ ମାଲିକ
  • ||
  • ମୋହନା : ଜଙ୍ଗଲରୁ ବିପୁଳ ପରିମାଣର କାଠ ଗଣ୍ଡି ଜବତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୩ ପଜିଟିଭ୍ ଚିହ୍ନଟ
  • ||

ଅନୁଗୁଳ: ମୁମୂର୍ଷ ଅବସ୍ଥାରେ ନାବାଳିକା ଉଦ୍ଧାର, ଦୁଷ୍କର୍ମ ପରେ ହତ୍ଯା ଉଦ୍ୟମ ସନ୍ଦେହ

ଅନୁଗୁଳ ୨୧/୭: ମୁମୁର୍ଷ ଅବସ୍ଥାରେ ୫ ବର୍ଷୀୟା ନାବାଳିକା ଉଦ୍ଧାର । ବସଷ୍ଟାଣ୍ଡ ନିକଟ ଆହାର କେନ୍ଦ୍ରର ଅଳିଆ ଗଦାରୁ ଆଜି ସକାଳେ ଉଦ୍ଧାର ହୋଇଛି  ନାବାଳିକା । ମୁମୁର୍ଷ ଅବସ୍ଥାରେ ଉଦ୍ଧାର କରିଥିଲେ ସ୍ଥାନୀୟ ଲୋକେ ।  ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ  ହତ୍ୟା ଉଦ୍ୟମ କରାଯାଇଥିବା ସନ୍ଦେହ କରାଯାଉଛି । ଗୁରୁତର ନାବାଳିକାକୁ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ତାଙ୍କ ମୁଣ୍ଡ ଓ ମୁହଁରେ ଗୁରୁତର ଆଘାତ ଲାଗିଛି । ନାବାଳିକାଙ୍କ ଘର କାନପୁର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପହଞ୍ଚିଛନ୍ତି  ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇ ଓ ଅନୁଗୁଳ ଏସପି । ଅନ୍ୟପଟେ ଘଟଣାରେ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି ଅନୁଗୁଳ ପୋଲିସ ।