ପ୍ରମୂଖ ଖବର
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ଘରେ ପଶି ୨ ଶିଶୁ, ମହିଳା ଏବଂ ବୃଦ୍ଧ ଦମ୍ପତିଙ୍କୁ ମାଡ଼ ମାରିଲେ, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

Published By : Harapriya Sethi | May 14, 2025 9:19 AM

ବାଲେଶ୍ୱର, ୧୪/୦୫: ଘରେ ପଶି ଦୁଇ ଶିଶୁ ସମେତ ବୃଦ୍ଧ, ବୃଦ୍ଧା ଓ ମହିଳାଙ୍କୁ ବାନ୍ଧି ମାଡ ମାରି ଲୁଟ୍‌ । ଦେବେନ୍ଦ୍ର ପାତ୍ରଙ୍କ ୨ ଶିଶୁ, ସ୍ତ୍ରୀ ଓ ବୋହୂର ହାତ ମୁହଁ ବାନ୍ଧି ଦୁଇ ସୁନା ହାର, ୭ ଟି ମୁଦି ସହ ୩୦ରୁ ୪୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଅନନ୍ତପୁର ଫାଣ୍ଡି ଅନ୍ତର୍ଗତ ନିକଟସ୍ଥ ଛକରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଘର କବାଟ ଭାଙ୍ଗି ୫ ଡକାୟତ ଘରେ ପଶିଥିଲେ । ଦୁର୍ବୃତ୍ତମାନେ ମୁହଁରେ କପଡା ବାନ୍ଧି ଘରେ ପଶିଥିଲେ । ଘରେ ପଶି ଦେବେନ୍ଦ୍ର ପାତ୍ରଙ୍କ ୨ ଶିଶୁ, ସ୍ତ୍ରୀ ଓ ବୋହୂଙ୍କ ହାତ ମୁହଁ ବାନ୍ଧି ଦୁଇ ସୁନା ହାର ସହ ୭ଟି ମୁଦି ଏବଂ ୩୦ରୁ ୪୦ ହଜାର ଟଙ୍କା ଲୁଟ୍‌ କରିଥିଲେ। ଲୁଟ୍‌ କରି ଘଟଣା ସ୍ଥଳରୁ ଫେରାର ହୋଇଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ତେବେ ଲୁଟ୍‌ ହୋଇଥିବା ଅଳଙ୍କାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡ଼ିଛି । ଡକାୟତ ମାନେ ଅଣ ଓଡ଼ିଆ ଭାଷାରେ କଥାବାର୍ତ୍ତା କରୁଥିବା ନେଇ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.