ପ୍ରମୂଖ ଖବର
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ହୋମଗାର୍ଡଙ୍କ ବାଇକ୍ ଓ ସ୍କୁଟି ପୋଡ଼ିଦେଲେ ଦୁର୍ବୃତ୍ତ

Published By : Prameya | April 19, 2025 10:21 AM

ଗୋପାଳପୁର, ୧୯/୪ : ହୋମଗାର୍ଡଙ୍କ ବାଇକ୍ ଓ ସ୍କୁଟି ପୋଡ଼ିଦେଲେ ଦୁର୍ବୃତ୍ତ। ଗୋପାଳପୁର ଥାନାରେ କାର୍ଯ୍ୟରତ ହୋମଗାର୍ଡ ରେଉ ସାହି ଆନୀସ୍ ଖାନଙ୍କ ଘର ସମ୍ମୁଖରେ ଥିବା ସ୍କୁଟି ଓ ବାଇକକୁ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଚମ୍ପଟ୍ ମାରିଛି। ଖବର ପାଇ ଗୋପାଳପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ଏହି ଖବରଟିକୁ ପଢନ୍ତୁ-ପେଣ୍ଟୋଗ୍ରାଫ୍ ଅଚଳ ଯୋଗୁଁ ଅଟକିଲା ୨ ଟ୍ରେନ୍


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.