ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

Published By : Prameya | March 4, 2025 9:06 PM

ମାହାଙ୍ଗା,୪/୩ : ରାତି ପାହିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପବିତ୍ର ଜୟନ୍ତୀ ଉତ୍ସବ ପାଳନ ହେବ । ହେଲେ ଆଜି ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ମାହାଙ୍ଗା ବ୍ଲକ୍ ଅନ୍ତର୍ଗତ ଭଦ୍ରେଶ୍ୱର ଥାନା ଉମର ଗାଁରେ। 

ଉମର ହନୁମାନ ଛକରେ ଥିବା ବିଜୁବାବୁଙ୍କ ଆବକ୍ଷ ପ୍ରତିମୂର୍ତ୍ତିରୁ କେହି ନ ଥିବାବେଳେ ଦୁର୍ବୃତ୍ତମାନେ ବକ୍ଷରୁ ମୁଣ୍ଡକୁ ଅଲଗା କରି ନିକଟରେ ଥିବା ଅଳିଆ ଗଦାରେ ପକାଇ ଦେଇଥିବା ଅଭିଯୋଗ କରିଛନ୍ତି ଗାଁ ଲୋକେ। ଭଦରେଶ୍ୱର ପୋଲିସ ପହଂଚି ଯାଞ୍ଚ କରିବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି। ତେବେ ତୁରନ୍ତ ଦୋଷୀକୁ ଧରା ନ ଗଲେ ଆନ୍ଦୋଳନ ହେବ ବୋଲି ଗ୍ରାମବାସୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.