ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ମହାନଦୀକୁ ଡେଇଁଥିବା ଯୁବକ ଉଦ୍ଧାର, ପାରିବାରିକ କଳହ ଯୋଗୁଁ ନଦୀକୁ ଡେଇଁଥିଲେ

ସମ୍ବଲପୁର, ୦୩/୦୮ : ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକ ଉଦ୍ଧାର। ଶୁକ୍ରବାର ରାତି ପ୍ରାୟ ସାଢେ ୧୦ଟା ବେଳେ ସମ୍ବଲପୁର ମହାନଦୀର ଦ୍ଵିତୀୟ ସେତୁ ଉପରୁ ଡେଇଁ ପଡ଼ିଥିବା ଯୁବକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। 

ସୂଚନାନୁଯାୟୀ, ରାତି ପ୍ରାୟ ଗୋଟାଏ ବେଳେ ଯୁବକ ଜଣଙ୍କ ଗୋବିନ୍ଦତଲା ଅଞ୍ଚଳରେ ଏକ ଘାସ ବୁଦାରେ ଲାଗିଥିଲେ। ସ୍ଥାନୀୟ ଲୋକେ ବ୍ୟକ୍ତି ଜଣକର ପାଟି ଶୁଣି ତୁରନ୍ତ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ତେବେ ଅଗ୍ନିଶମ ବିଭାଗ ପହଞ୍ଚିବା ପୂର୍ବରୁ ଉକ୍ତ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ବ୍ୟକ୍ତି ଜଣକ ସ୍ଥାନୀୟ ସୁନାପାଲି ଅଞ୍ଚଳର ମନ୍ତୋଷ ତାଣ୍ଡି ବୋଲି ଜଣାପଡ଼ିଛି। ମଦ ପାଇଁ ଘରେ କଳହ ହେବାରୁ ସେ ଚାଉଁରପୁର ପୋଲ ଉପରୁ ଡେଇଁପଡ଼ିଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.