ପ୍ରମୂଖ ଖବର
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଂଗ୍ରେସ ଛାଡିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ବର,୧୯।୩ :  ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା। କଂଗ୍ରେସ ଛାଡିଲେ  ନୂଆପଡା ଜିଲ୍ଲା  ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ  ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତ। ଦଳର ପ୍ରାଥମିକ ସଦସ୍ୟ ପଦ ସହ ଦଳର ସମସ୍ତ ପଦ ପଦବୀରୁ ସେ   ଇସ୍ତଫା ଦେଇଥିବା  ସେ ଉଲ୍ଲେଖ କରିଛନ୍ତି।

 ୨୫ ବର୍ଷ ଧରି ଦେଶ ଓ ରାଜ୍ୟର ସେବାକୁ କରିବାକୁ ସୁଯୋଗ ଦିଆଯାଇଥିବାରୁ ସେଥିପାଇଁ ଦଳକୁ ସେ କୃତଜ୍ଞତା ଜଣାଇଛନ୍ତି।  ୨୦୧୯ରେ ଅଧିରାଜ କଂଗ୍ରେସ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.