ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଭାରତୀୟ ସୈନିକଙ୍କ ଉଦ୍ଦେଶ୍ୟରେ ନିଜର ୩ମାସର ଦରମା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲେ ବିଧାୟକ

Published By : Prameya | May 21, 2025 8:13 PM

କଣ୍ଟାବାଞ୍ଜି,୨୧/୫ :  ଭାରତୀୟ ସୈନିକଙ୍କ ଉଦ୍ଦେଶ୍ୟରେ ନିଜର ୩ ମାସର ଦରମା ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲେ ବିଧାୟକ । କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ନିଜର ୩ମାସର ଦରମା ୧ ଲକ୍ଷ ୫ହଜାର ଆଜି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି । 

ଅପରେସନ ସିନ୍ଦୁରରେ ଆମର ଭାରତୀୟ ସୈନିକ ନିଜର ପରାକ୍ରମ ଦେଖାଇ ଏହି ମିଶନକୁ ସଫଳ କରିଛନ୍ତି। ଫଳରେ ଆମେ ପ୍ରତ୍ୟେକ ଗାଁରେ ତ୍ରିରଙ୍ଗା ଯାତ୍ରା କରି ଭାରତୀୟ ସେନାକୁ ସଲାମ କରୁଛୁ । ଆଜି ତାଙ୍କ ଉଦ୍ଦେଶ୍ୟରେ ବିଧାୟକ ଏଭଳି ପଦକ୍ଷେପ ନେଇଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସମ୍ମଳନୀରେ ବରିଷ୍ଠ ବିଜେପି ନେତା ଶିବାଜି ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ । ବିଧାୟକ କଣ୍ଟାବାଞ୍ଜି ତହସିଲଦାର ବିଶନାଥ ଖାଲକୋଙ୍କ ଜରିଆରେ ୧ ଲକ୍ଷ ୫ ହଜାର ଟଙ୍କାର ଏକ ଚେକ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.