PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ହାଇୱା ସହ ବିଧାୟକଙ୍କ ଗାଡ଼ି ଧକ୍କା; ଅଳ୍ପକେ ବର୍ତ୍ତିଲେ ରାଉରକେଲା ବିଧାୟକ 

ଢେଙ୍କାନାଳ, ୩୧/୩: ସଡ଼କ ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ରାଉରକେଲା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସାରଦା ପ୍ରସାଦ ନାୟକ । ରାଉରକେଲାରୁ ରାମ ନବମୀ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଦଳୀୟ ମିଟିଙ୍ଗରେ ଯୋଗ ଦେବାକୁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । କାମାକ୍ଷାନଗର ଥାନା ୫୩ନଂ ଜାତୀୟ ରାଜପଥ ବାଉଁଶପାଳ ଛକ ନିକଟରେ ଏକ ହାଇୱା ଗାଡ଼ି ପଛପଟୁ ବିଧାୟକଙ୍କ ଫର୍ଚୁନର କାରକୁ ଧକ୍କା ଦେଇଥିଲା ।

ଫଳରେ କାରର ସମ୍ମୁଖ ଭାଗର ବାମପାର୍ଶ୍ଵଟି ଚୁରମାର ହୋଇଛି । କିନ୍ତୁ, ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବିଧାୟକ ଶ୍ରୀ ନାୟକଙ୍କ ସମେତ ଅନ୍ୟ ୩ଜଣ । ସ୍ଥାନୀୟ ଲୋକମାନେ ବିଧାୟକଙ୍କୁ ଗାଡ଼ିରୁ ଉଦ୍ଧାର କରିଥିଲେ । ସନ୍ଧ୍ୟା ୭ ଟାରେ ବିଧାୟକ ସାରଦା ପ୍ରସାଦ ନାୟକଙ୍କ ଭୁବନେଶ୍ୱରରେ ଏକ ମିଟିଙ୍ଗ୍ ଥିବାରୁ ଅନ୍ୟ ଏକ କାର ଯୋଗେ ବିଧାୟକ ଭୁବନେଶ୍ୱର ଚାଲି ଯାଇଛନ୍ତି ।