ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

୬ ହଜାର ୫୨୨ ଖଣ୍ଡ ଭୋଟ୍‌ରେ ଜିତିଥିଲେ, ମା'ଙ୍କ ନିକଟରେ ସେତିକି ନଡ଼ିଆ ଭାଙ୍ଗିଲେ ଚିକିଟି ବିଧାୟକ

ବ୍ରହ୍ମପୁର,୦୭/୦୮: ବିଧାୟକଙ୍କ ନିଆରା ପୂଜାର୍ଚନା । ଯେତିକି ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ, ସେତିକି ସଂଖ୍ୟକ ନଡ଼ିଆ ଭାଙ୍ଗି ଠାକୁରଙ୍କ ନିକଟରେ କରିଲେ ପୂଜାର୍ଚନା । ବ୍ରହ୍ମପୁରର ଚିକିଟି ଅଞ୍ଚଳରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । 

ସୂଚନା ଅନୁଯାୟୀ, ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମାନ୍ତରାଏଙ୍କ ନିଆରା ପୂଜାର୍ଚନା କରିଥିବା ଦେଖିବାକୁ ମିଳିଛି । ଗତ ବିଧାନସଭା ନିର୍ବାଚନରେ ଚିକିଟି ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀଙ୍କ ଠାରୁ ୬୫୨୨ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । ଏହାକୁ ଆଧାର କରି ମଙ୍ଗଳବାର ପାତ୍ରପୁରର ଆଧିଷ୍ଠାତ୍ରୀ ଦେବୀ ମା' କୁଠାରୀଶ୍ୱରୀଙ୍କ ପୀଠରେ ପୂଜାର୍ଚ୍ଚନା କରିଛନ୍ତି । ସେଠାରେ ମନୁ ସେନା ତରଫରୁ ୬୫୨୨ ଗୋଟି ନଡ଼ିଆ ଭଙ୍ଗା ଯାଇ ମାଆଙ୍କ ନିକଟରେ ପୂଜାର୍ଚନା କରାଯାଇଥିବାର ଦେଖିବାକୁ ମିଳିଛି । ଦୀର୍ଘ ୨୪ ବର୍ଷ ପରେ ଚିକିଟି  ନିର୍ବାଚନ ମଣ୍ଡଳୀରେ ପଟ ପରିବର୍ତ୍ତନ ହୋଇଛି । ବିପକ୍ଷ ଦଳୀୟ ପ୍ରାର୍ଥୀଙ୍କ ବିଜୟ ଧାରାରେ ରୋକ ଲଗାଇ ବିଜେପି ପ୍ରାର୍ଥୀ ମନୋରଞ୍ଜନ ଦ୍ୟାନ ସାମନ୍ତରାଏ ବିଜୟୀ ହେବାରେ ସକ୍ଷମ ହୋଇଛନ୍ତି ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.