ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଡ୍ରେନ୍‌କୁ ଖସିଲା ମୋ ବସ୍, ୩୦ରୁ ଉର୍ଦ୍ଧ୍ଵ ଆହତ

ଖୋର୍ଦ୍ଧା, ୦୬/୦୪ : ଡ୍ରେନ୍‌କୁ ଖସିଲା ମୋ ବସ୍। ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭୁବନେଶ୍ବରରୁ ଖୋର୍ଦ୍ଧା ଆସୁଥିବା ବେଳେ ପିତାପଲ୍ଲୀ ନିକଟରେ ଏକ ମୋ ବସ୍ ଭାରସାମ୍ୟ ହରାଇ ଡ୍ରେନ୍‌କୁ ଖସି ପଡିଥିଲା। ଫଳରେ ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୩୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.