ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ଡ୍ରେନ୍‌କୁ ଖସିଲା ମୋ ବସ୍, ୩୦ରୁ ଉର୍ଦ୍ଧ୍ଵ ଆହତ

ଖୋର୍ଦ୍ଧା, ୦୬/୦୪ : ଡ୍ରେନ୍‌କୁ ଖସିଲା ମୋ ବସ୍। ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୩୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଖୋର୍ଦ୍ଧା ପିତାପଲ୍ଲୀ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭୁବନେଶ୍ବରରୁ ଖୋର୍ଦ୍ଧା ଆସୁଥିବା ବେଳେ ପିତାପଲ୍ଲୀ ନିକଟରେ ଏକ ମୋ ବସ୍ ଭାରସାମ୍ୟ ହରାଇ ଡ୍ରେନ୍‌କୁ ଖସି ପଡିଥିଲା। ଫଳରେ ଏହି ଦୁର୍ଘଟଣାରେ ବସ୍‌ରେ ଥିବା ୩୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.