ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଶୁକ୍ରବାର ରାଜଧାନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ୍‌ ସୋ': ଭୁବନେଶ୍ୱରରେ ପହଞ୍ଚିଲା ସ୍ୱତନ୍ତ୍ର କାର, ସୁରକ୍ଷା ଯାଞ୍ଚ କଲେ SPG କମାଣ୍ଡୋ

ଭୁବନେଶ୍ୱର,୦୯/୦୫: ସାଧାରଣ ନିର୍ବାଚନରେ ପ୍ରଚାର ପାଇଁ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ରୋଡ୍‌ ସୋ କରିବେ । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ହେବାକୁ ଥିବା ରୋଡ଼ ସୋ ପାଇଁ ସୁରକ୍ଷିତକୁ ଗୁରୁତ୍ୱ ଦିଆଯାଇଛି ।ଭୁବନେଶ୍ୱରରେ ଏକ ନୂଆ ଏବଂ ସ୍ୱତନ୍ତ୍ର ଗାଡିରେ ପ୍ରଚାର କରିବେ ମୋଦି । ଗୁଜରାଟରୁ ଆସି ଭୁବନେଶ୍ବରରେ ଏହି ଗାଡି ପହଞ୍ଚି ସାରିଛି ।ଏଥିସହିତ ମୋଦି ସୁରକ୍ଷା କର୍ମଚାରୀ ଯଥା ଏସ୍‌ପିଜି କମାଣ୍ଡୋମାନେ ରାମମନ୍ଦର ଛକରୁ ବାଣୀବିହାର ପର୍ଯ୍ୟନ୍ତ ବୁଲି ବୁଲି ସୁରକ୍ଷା ଯାଞ୍ଚ କରିଛନ୍ତି। ଏଥି ସହିତ ଉଚ୍ଚ ବିଲ୍ଡିଂ ଗୁଡ଼ିକ ଉପରେ ସୁରକ୍ଷା କର୍ମଚାରୀଙ୍କୁ ମୁତୟନ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.