ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୨ରେ ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ’

ଭୁବନେଶ୍ବର,୯।୬ :  ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୨ ତାରିଖ ବୁଧବାର ସଂଧ୍ୟାରେ ମୋଦିଙ୍କ ରୋଡ୍‌ ସୋ’। ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ । ରୋଡ୍‌ ସୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବେ।

ସୂଚନାଯୋଗ୍ୟ ଯେ ଆସନ୍ତା ୧୨ ତାରିଖ ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ  ଅନୁଷ୍ଠିତ ହେବ। ଭୁବନେଶ୍ବର ଜନତା ମଇଦାନରେ ଏଥିପାଇଁ ଆୟୋଜନ କରାଯାଉଛି।  ଏଥିରେ ପ୍ରଧାନମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.