ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ମୋଇନ ଅଲି, ୩୭ ବର୍ଷ ବୟସରେ ସନ୍ନ୍ୟାସ

ଲଣ୍ଡନ,୦୯/୦୯: ଇଂଲଣ୍ଡର ଭେଟେରାନ ଅଲରାଉଣ୍ଡର ମୋଇନ ଅଲି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ସୀମିତ ଓଭର କ୍ରିକେଟ୍‌  ସିରିଜରୁ ବାଦ୍‌ ପଡ଼ିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି । ମୋଇନ ୬୮ଟି ଟେଷ୍ଟ ଖେଳି ୩୦୯୪ରନ୍‌ ଓ ୨୦୪ ୱିକେଟ୍‌  ନେଇଥିବାବେଳେ ଦିନିକିଆରେ ୧୩୮ଟି ମ୍ୟାଚ୍‌ରୁ ୨୩୫୫ରନ୍‌  ଓ ୧୧୧ୱିକେଟ୍‌ ଏବଂ ଟି-ଟ୍ୱେଣ୍ଟିରେ ୯୨ମ୍ୟାଚ୍‌ରୁ  ୧୨୨୯ ରନ୍‌ ସମେତ ୫୧ଟି  ୱିକେଟ୍‌ ଅକ୍ତିଆର କରିଛନ୍ତି ।  ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ  ଭାରତ ବିପକ୍ଷ ସେମି  ଫାଇନାଲ୍‌ ତାଙ୍କ କ୍ୟାରିୟରର  ଶେଷ ଅନ୍ତର୍ଜାତୀୟ ମ୍ୟାଚ୍‌ ରହିଥିଲା । 

ମୋଇନ୍‌ କହିଛନ୍ତି, ଏବେ ମୋତେ ୩୭ ବର୍ଷ ବୟସ ।  ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ପାଇଁ ମୋତେ ଦଳରେ  ନିଆଯାଇନାହିଁ । ଇଂଲଣ୍ଡ ପକ୍ଷରୁ ମୁଁ ବହୁତ କ୍ରିକେଟ୍‌ ଖେଳି  ସାରିଛି । ଏବେ ଅବସର ପାଇଁ ଉପଯୁକ୍ତ ସମୟ । ଆଗାମୀ  ପିଢ଼ିଙ୍କୁ ରାସ୍ତା ଛାଡ଼ିବାର ସମୟ ଆସିଯାଇଛି । କ୍ୟାରିୟର  ମଧ୍ୟରେ ପାଖାପାଖି ୩୦୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛି ।  ଆସେସ୍‌ ଟ୍ରଫି ଜିତିଥିବାବେଳେ ଦୁଇ ଥର ବିଶ୍ୱକପ୍‌ ଚାମ୍ପିଅନ୍‌  ହୋଇଛି । ଦଳ ପାଇଁ ଶତପ୍ରତିଶତ ଯୋଗଦାନ ଦେଇଥିବାରୁ  ବହୁତ ଖୁସି । ଆଗାମୀ ସମୟରେ ଫ୍ରାଞ୍ଚାଇଜ କ୍ରିକେଟ୍‌ ଖେଳିବା  ଜାରି ରଖିବି । ପରେ କୋଚିଂରେ କ୍ୟାରିୟର କରିବାକୁ ଚାହୁଁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.