ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ଜନ୍ମମାଟିରେ ସ୍ୱାଗତ ସମ୍ୱର୍ଦ୍ଧନା

କେନ୍ଦୁଝର ସଦର, ୬/୬ : କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ନିଜ ଜନ୍ମମାଟି ରାଇକଳା ଗ୍ରାମରେ ଗ୍ରାମବାସୀଙ୍କ ତରଫରୁ ବିପୁଳ ସ୍ୱାଗତ ସମ୍ୱର୍ଦ୍ଧନା ଜ୍ଞାପନ କରାଯାଇଛି। ମୋହନ ମାଝୀ ଚାରି ଚାରି ଥର ବିଧାୟକ ହୋଇ ନିଜ ଗାଁର ଗୌରବ ସହ କେନ୍ଦୁଝର ଜିଲ୍ଲା ସମେତ ସାରା ଓଡ଼ିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜ ଗାଁର ଜାତି ସାହିଭାଇଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତବାସୀଙ୍କ ପର୍ଯ୍ୟନ୍ତ ସମସ୍ତେ ଖୁସିରେ ମସଗୁଲ୍ ହୋଇ ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ୱର୍ଦ୍ଧନା ଜ୍ଞାପନ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.