ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ଆକ୍ସନ ମୋଡ୍‌ରେ ମୋହନ ସରକାର, ଅତିଥି ଭବନରେ ବରିଷ୍ଠ ଅଧିକାରୀଙ୍କୁ ଡାକି କଲେ ଆଲୋଚନା

ଭୁବନେଶ୍ୱର, ୧୩/୦୬ : ଆକ୍ସନ ମୋଡ୍‌ରେ ମୋହନ ସରକାର। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଦର୍ଶନ କରି ଫେରିବା ପରେ ଆରମ୍ଭ କଲେ ଅଫିସ୍ କାମ। ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା କରୁଛନ୍ତି। ରାଜ୍ୟ ଅତିଥି ଭବନରେ ପହଞ୍ଚିଲେ ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ. ପରେ ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ଡାକି ପାରନ୍ତି ମୁଖ୍ୟମନ୍ତ୍ରୀ। ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତାମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.