ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ନବୀନଙ୍କୁ ଭେଟିଲେ ମୋହନ ମାଝୀ, ଶପଥ ସମାରୋହକୁ ଆସିବାକୁ ଦେଲେ ନିମନ୍ତ୍ରଣ

ଭୁବନେଶ୍ଵର, ୧୨/୦୬ : ଶପଥ ଗ୍ରହଣ ପୂର୍ବରୁ ନବୀନଙ୍କୁ ଭେଟିଲେ ମୋହନ ମାଝୀ। ନବୀନ ନିବାସ ଯାଇ ସେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଶପଥ ସମାରୋହ ପାଇଁ ନିମନ୍ତ୍ରଣ କରିଛନ୍ତି। ଏହାପରେ ଗଣମାଧ୍ୟମ ନିକଟରେ ପ୍ରତିକ୍ରିୟା ରଖିଛନ୍ତି। ନବୀନ ବାବୁ ଶପଥ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଛନ୍ତି।   

ସୂଚନାନୁଯାୟୀ, ବୁଧବାର ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଈଶ୍ଵରଙ୍କ ନାଁରେ ଶପଥ ନେବେ। ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ବହୁ କେନ୍ଦ୍ରମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବରିଷ୍ଠ ନେତା ସାମିଲ ହେବେ। 
















  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.