ପ୍ରମୁଖ ଖବର
  • ଇଓଡବ୍ଲ୍ୟୁ ପଞ୍ଝାରେ ୨ କୁଖ୍ୟାତ କ୍ରିପ୍ଟୋ ଠକ, ୧୫ କୋଟି ଟଙ୍କାର ଠକେଇ ଅଭିଯୋଗ
  • ||
  • ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା
  • ||
  • ମେ ୩୧ରେ ଆସିବ ‘ମିଷ୍ଟର ଆଣ୍ଡ ମିସେସ୍‌ ମାହି’, ଦେଖିବାକୁ ମିଳିବ ରାଜକୁମାର-ଜାହ୍ନବୀଙ୍କ ଜବରଦସ୍ତ କେମେଷ୍ଟ୍ରି
  • ||
  • ଖାଉଟିଙ୍କ ପକେଟକୁ ମହଙ୍ଗା ମାଡ଼: ଟ୍ୱିନ୍‌ ସିଟିରେ ଆଳୁ କିଲୋ ୩୦ ଟଙ୍କା, ସପ୍ତାହକରେ ୮ ଟଙ୍କା ବଢ଼ିଲାଣି
  • ||
  • ପ୍ଲାଷ୍ଟିକ ବଜାରକୁ ନେଇ ବିବାଦ: ଆଜି ୧୨ ସଂଘ-ବିଏମ୍‌ସି ବୈଠକ
  • ||
  • ସୋମବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ଉତ୍ସବ, ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା
  • ||
  • ପାରାଦୀପରେ ୬୧ ଦିନ ଯାଏଁ ମାଛଧରା ବନ୍ଦ, ମାଛ ସଂରକ୍ଷଣକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ
  • ||
  • ଓଡ଼ିଶାରେ ମୋଦି ନୁହେଁ, ‘ନବୀନ ଗ୍ୟାରେଣ୍ଟି’: ଚାଲିଛି ମତାମତ ସଂଗ୍ରହ, ଖୁବ୍‌ଶୀଘ୍ର ବିଜେଡିର ଇସ୍ତାହାର
  • ||
  • IPL 2024: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ଟକ୍କର, ରୟାଲର କ୍ଲାସେନ ଭୟ
  • ||
  • ରାଜ୍ୟରେ ପୁଣି ପ୍ରଚଣ୍ଡ ତାତି, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ପାରଦ: ୧୮ ଯାଏ ଭୀଷଣ ଗ୍ରୀଷ୍ମପ୍ରବାହ
  • ||

ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା, ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୨୭/୦୨ : ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା। ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମିଶନ ଶକ୍ତି ମା'ମାନଙ୍କୁ ୟୁନିଫର୍ମ ବାବଦରେ ୭୩୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଟଙ୍କା ପ୍ରଦାନ ସହ ୧୪୫ କୋଟି ଟଙ୍କା ଋଣ ଫେରସ୍ତ କରାଯାଇଛି। ଜିରୋ ପ୍ରତିଶତ ସୁଧରେ ୧୦ ଲକ୍ଷ ଟଙ୍କା ମିଶନ ଶକ୍ତି ଋଣ ଦିଆଯିବ। ୫ ବର୍ଷରେ ୫ ହଜାର ମିଶନ ଶକ୍ତି ବଜାର ହେବ।

ମିଶନ ଶକ୍ତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ମା'ମାନେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମିଶନ ଶକ୍ତି ମହିଳାମାନଙ୍କ କାମ ଦେଶ ବିଦେଶରେ ପହଞ୍ଚିଛି। ମିଶନ ଶକ୍ତି ମା'ମାନେ ଦୁବାଇ ଓ ସିଙ୍ଗାପୁର ଯାଉଛନ୍ତି। ଆଗକୁ ଅଧିକରୁ ଅଧିକ ମାଆମାନେ ବିଦେଶକୁ ଯିବେ। ୫ ବର୍ଷରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ। ୫ବର୍ଷରେ ୭୫ ହଜାର କୋଟି ବ୍ୟାଙ୍କ କ୍ରେଡିଟ ଦିଆଯିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.