ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

କେରଳ ଛୁଇଁଲା ମୌସୁମୀ ବାୟୁ, କେରଳର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ

ଭୁବନେଶ୍ୱର ୩୦/୦୫: କେରଳ ଛୁଇଁଲା ମୌସୁମୀ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି।ଏକ୍ସ ଜରିଆରେ ଭାରତୀୟ ପାଣିପାଗ ବିଭାଗର ସୂଚନା ଜାରି କରିଛି।  ମୌସୁମୀ ବାୟୁ ଉତ୍ତର ପୂର୍ବ ଆଡ଼କୁ ଅଗ୍ରସର ହେବ । କେରଳରେ ମୌସୁମୀ ବାୟୁ ଛୁଇଁଲା ପରେ ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି।


ଉତ୍ତର ପୂର୍ବରେ ମୌସୁମୀ ଶୀଘ୍ର ଆସବା ପଛରେ ରେମାଲ ବାତ୍ୟା ଏକ ମୁଖ୍ୟ କାରଣ ବୋଲି କୁହାଯାଉଛି। ମୌସୁମୀ ବାୟୁ ସାଧାରଣତଃ ଜୁନ୍ ପହିଲାରୁ ୫ ତାରିଖ ମଧ୍ୟ ପ୍ରବେଶ କରିଥାଏ। ପରେ ଏହା ଧୀରେ ଧୀରେ ଅନ୍ୟ ଅଞ୍ଚଳକୁ ପ୍ରବେଶ କରେ। ତେବେ ଏହାର ସପ୍ତାହରୁ ୧୫ ଦିନ ପରେ ଓଡ଼ିଶାରେ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଛ।



  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.